ଅଂଶୁଘାତରେ ଶ୍ରମିକଙ୍କ ମୃତ୍ୟୁ 
by Argus News
Tue, Jun 11 | 3:14 p.m.

ବୌଦ୍ଧ: ବୌଦ୍ଧରେ ଜଣେ ଶ୍ରମିକଙ୍କ ଅଂଶୁଘାତରେ ମୃତ୍ୟୁ ଘଟିଛି ।  ମୃତକ ହେଲେ ପଶ୍ଚିମବଙ୍ଗ ରାଜ୍ୟ ମାଲଦା ଜିଲ୍ଲା ପୁଖୁରିଆ ଥାନା ରାଣିନଗର ଗାଁର ଖଦିମୂଳ ଇସଲାମ । ସେ ଏକ ରେଳ ଠିକାସଂସ୍ଥାରେ ଶ୍ରମିକ ଭାବେ କାର୍ଯ୍ୟରତ ଥିଲେ।  

ଗତକାଲି ରାତିରେ ଅତ୍ୟଧିକ ବାନ୍ତି ହେବାରୁ ତାଙ୍କୁ ପୁରୁଣାକଟକ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ତେବେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ଘଟଣାସ୍ଥଳରେ ପୁରୁଣାକଟକ ପୋଲିସ ପହଁଚି ତଦନ୍ତ କରୁଛି । 

ଅଧିକ ପଢନ୍ତୁ ଓଡ଼ିଶା ଖବର 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ