କଣ୍ଟାବାଞ୍ଜି ବିଧାୟକଙ୍କୁ ହତ୍ୟା ଧମକ, ସହରରେ ଲାଗିଲା ବ୍ୟାନର୍
by Argus News
Mon, Feb 19 | 11:51 a.m.

ଅର୍ଗସ ବ୍ୟୁରୋ : କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କୁ ହତ୍ୟା ଧମକ । ତାଙ୍କୁ ହତ୍ୟା ଧମକ ନେଇ ସହରରେ ଲାଗିଲା ଦୁଇଟି ବ୍ୟାନର । ଏଥିରେ ୧୫ ଦିନ ମଧ୍ୟରେ ସାଲୁଜାଙ୍କୁ ହତ୍ୟା ନେଇ ଉଲ୍ଲେଖ ରହିଛି । ଆଜି ସକାଳୁ ସକାଳୁ କଣ୍ଟାବାଞ୍ଜି ବାଳିକା ଉଚ୍ଚ ବିଦ୍ୟାଳୟର ବାହାରେ ଥିବା ଏକ ଦୋକାନରେ ବ୍ୟାନର ଲାଗିଛି । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ବ୍ୟାନର ଧଳା ରଙ୍ଗର ଥିବା ବେଳେ ଏଥିରେ ଲାଲ ଅକ୍ଷରରେ କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କୁ ୧୫ ଦିନ ଭିତରେ ହତ୍ୟା କରିବି ବୋଲି ଲେଖା ରହିଛି । ତେବେ ବ୍ୟାନରରେ ଜଣେ ଅଜଣା ଯୁବକଙ୍କ ଫଟୋ ମଧ୍ୟ ରହିଛି । ପୋଷ୍ଟର ଦେଖି ଲୋକେ ଭୟଭୀତ ଥିବା ବେଳେ କଣ୍ଟାବାଞ୍ଜି ପୋଲିସ ବ୍ୟାନର ଜବତ କରି ଅଧିକ ତଦନ୍ତ ଆରମ୍ଭ କରିଛି ।
 

ପ୍ରଥମ ଟେଷ୍ଟ
ଆସନ୍ତାକାଲି ଭାରତ -ବାଲାଂଦେଶ ପ୍ରଥମ ଟେଷ୍ଟ
ନୂଆଦିଲ୍ଲୀ: ଆସନ୍ତାକାଲି ଭାରତ -ବାଲାଂଦେଶ ପ୍ରଥମ ଟେଷ୍ଟ। ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଦୁଇ ଦଳ ମଧ୍ୟର ଟକ୍କର । ରୋହିତ ଶର୍ମାଙ୍କ ନେତୃତ୍ବର
ମଙ୍କିପକ୍ସ
ଭାରତରେ ଆଉ ଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ: ଭାରତରେ ଆଉଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ଘର କେରଳରେ । ସେ କିଛି ଦିନତଳେ ୟୁଏଇରୁ ଫେରିଛନ୍ତି । ତାଙ୍କୁ ଆଇସୋଲେସନରେ ରଖ
ଚନ୍ଦ୍ରଯାନ
ଚନ୍ଦ୍ରଯାନ ୪ର ମିଶନ ପାଇଁ କେନ୍ଦ୍ର କ୍ୟାବିନେଟ୍‌ର ମଂଜୁରୀ
ନୂଆଦିଲ୍ଲୀ: ମହାକାଶରେ ଆହୁରି ଶକ୍ତିଶାଳୀ ହେବ ଭାରତ । ଚନ୍ଦ୍ରଯାନ ୪ ମିଶନକୁ କେନ୍ଦ୍ର କ୍ୟାବିନେଟର ମିଳିଛି ମଂଜୁରୀ । ବହୁ ପ୍ରତିକ୍ଷୀତ ଏହି ମିଶନ ପାଇଁ ୨୧୦୪କୋଟି ଟଙ୍କା ବ୍ୟ