ରାଜ୍ୟସଭା ନିର୍ବାଚନ : ପ୍ରାର୍ଥୀପତ୍ର ଦାଖଲ କ‌ଲେ ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆ
by Argus News
Tue, Feb 13 | 2:39 p.m.

ଭୁବନେଶ୍ଵର:  ରାଜ୍ୟସଭା ପାଇଁ ୨ ବିଜେଡି ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ । ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆ । ଗତକାଲି ରାଜ୍ୟସଭା ଲାଗି ବିଜେଡି ପ୍ରାର୍ଥୀ ଘୋଷଣା କରିଥିଲା । ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆଙ୍କ ନାମ ଘୋଷଣା କରିଛି ଦଳ । ପୂର୍ବତନ ବିଜେଡି ବିଧାୟକ ଦେବାଶିଷ ସାମନ୍ତରାୟ  ଓ ରାଜ୍ୟ ବିଜେଡି ଯୁବ ଉପସଭାପତି ଶୁଭାଶିଷ ଖୁଣ୍ଟିଆଙ୍କୁ ବିଜେଡି ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରିଛି । ସେପଟେ ତୃତୀୟ ପ୍ରାର୍ଥୀଙ୍କୁ ନେଇ ଜାରି ରହିଥିବା ସସପେନ୍ସ ଉପରୁ ଖୁବ ଶୀଘ୍ର ଉଠିପାରେ ପରଦା । 
 

 

LUCKNOW
ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର
ଅର୍ଗସ ବ୍ୟୁରୋ: ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର। ୩୨ ଏକର ଜାଗାରେ ନିର୍ମାଣ ହେବ ଏହି ଅନ୍ତର୍ଜାତୀୟ ସମ୍ମିଳନୀ କକ୍ଷ । ଆସନ୍ତା
INDIA
ତିକ୍ତ ହେବାରେ ଲାଗୁଛି ଭାରତ ଓ କାନାଡା ସମ୍ପର୍କ
ଅର୍ଗସ ବ୍ୟୁରୋ: ଭାରତ ଓ କାନାଡା ଭିତରେ ସମ୍ପର୍କ ତିକ୍ତ ହେବାରେ ଲାଗୁଛି। ଏଥି ପାଇଁ କେବଳ କାନାଡା ପିଏମ ହିଁ ଦାୟୀ ବୋଲି କଡ଼ା ଜବାବ ରଖିଛି ଭାରତ। ପ୍ରଥମରୁ କନାଡାର
SAMEER
ନିର୍ବାଚନ ଲଢ଼ିବେ ସମୀର ୱାଙ୍ଖଡେ
ଅର୍ଗସ ବ୍ୟୁରୋ: ନିର୍ବାଚନ ଲଢ଼ିବେ ସମୀର ୱାଙ୍ଖଡେ। ବଲିଉଡ୍ ସୁପରଷ୍ଟାର ଶାହରୁଖ ଖାନଙ୍କ ପୁଅ ଆର୍ଯନଙ୍କୁ ଗିରଫ କରି ଚର୍ଚ୍ଚାକୁ ଆସିଥିଲେ। ଏକ ଡ୍ରଗ୍ସ ଡିଲ୍ ମାମଲାରେ 2021