ମୋଦିଙ୍କ ପରେ ଓଡିଶା ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ 
by Argus News
Tue, May 07 | 1:02 p.m.

ନୂଆଦିଲ୍ଲୀ/ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପରେ ଓଡିଶା ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । କାଲି ସେ ଓଡିଶା ଆସିବେ । ଭବାନୀପାଟଣା ଓ ରାୟଗଡାରେ ସେ ଜନସଭାକୁ ସମ୍ବୋଧିତ କରିବେ । ୮ ତାରିଖରେ ଛତିଶଗଡ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏଙ୍କ ଦୁଇଟି ସ୍ଥାନରେ କାର୍ଯ୍ୟକ୍ରମ ରହିଛି । ରାଜନାଥ  କୋରାପୁଟ ଓ ନବରଂଗପୁରରେ ଜନସଭା କରିବେ ।  ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା ୯ରେ ଓଡିଶା ଆସିବେ ।  ସେ ମାଲକାନଗିରି, ଚିତ୍ରକୋଣ୍ଡା ଓ ଖଲ୍ଲିକୋଟରେ ନିର୍ବାଚନୀ ସଭାରେ ଉଦବୋଧନ ଦେବେ । ୯ରେ କେନ୍ଦ୍ର ସଡକ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ପୁରୀର କୃଷ୍ଣପ୍ରସାଦରେ ବିରାଟ ସମାବେଶ କରିବେ ।  
୯ ତାରିଖ - 
(୧) କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରି ପୁରୀ ର କୃଷ୍ଣ ପ୍ରସାଦ ରେ ବିରାଟ ସମାବେଶ କରିବେ
(୨) ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେବ ସାଏ ନବରଙ୍ଗପୁର ର ତିନୋଟି ସ୍ଥାନରେ ସଭା କରିବେ
(୩) ଆସାମ ର ମୁଖ୍ୟମନ୍ତ୍ରୀ ମାଲକାନଗିରି, ଚିତ୍ରକୁଣ୍ଡା ଏବଂ ଖଲ୍ଲିକୋଟ ଗସ୍ତ କରିବେ
 

ଅଧିକ ପଢନ୍ତୁ  ଓଡ଼ିଶା ଖବର 

HELICOPTER CARRYING
କୁହୁଡ଼ି ଓ ଖରାପ ପାଗ ଏହି ଦୁର୍ଘଟଣାର କାରଣ ବୋଲି କୁହାଯାଉଛି
ଅର୍ଗସ ବ୍ୟୁରୋ : ଇରାନରେ ଘଟିଲା ବଡ଼ ଦୁର୍ଘଟଣା । ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କୁ ନେଇ ଯାଉଥିବା ହେଲିକପ୍ଟର ରବିବାର ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଛି, ଏହା ପରେ ଜରୁରୀକାଳୀ
ରୋଡ ସୋ'
ରାଜଭବନରେ ପ୍ରଧାନମନ୍ତ୍ରୀ, କାଲି ମୋଦିଙ୍କ ରୋଡ ସୋ'
ଭୁବନେଶ୍ୱର: ରାଜଭବନ ଅଭିମୁଖେ ପ୍ରଧାନମନ୍ତ୍ରୀ। ପରିଚାଳନା କମିଟି ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ କରି ରାଜଭବନରେ ଅଭିମୁଖେ ଯାଉଛନ୍ତି ମୋଦି। ରାଜଭବନରେ ରାତ୍ରୀଯାପ
PM MODI
ପ୍ରାୟ ୩୦ ମିନିଟ ଧରି କମିଟିର ସଦସ୍ୟ ମାନଙ୍କ ସହ କଲେ ଆଲୋଚନା
ଅର୍ଗସ ବ୍ୟୁରୋ : ଗୁରୁ ମନ୍ତ୍ର ବି ଦେଲେ ମୋଦି । ରାଜ୍ୟ ବିଜେପିର ନିର୍ବାଚନ ପରିଚାଳନା କମିଟିର ସଦସ୍ୟ ମାନଙ୍କ ସହ ବୈଠକ କଲେ ପ୍ରଧାନମନ୍ତ୍ରୀ । ପ୍ରାୟ ୩୦ ମିନିଟ ଧରି କମିଟିର ସଦସ୍