ଆଜି ଓଡିଶା ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ
by Argus News
Wed, May 08 | 8:37 a.m.

ଅର୍ଗସ ବ୍ୟୁରୋ : ବିଜେପି ଫୋକସରେ ଓଡ଼ିଶା । ମଇଦାନ ମୁହାଁ କେନ୍ଦ୍ରୀୟ ନେତା । ଆଜି ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ଅପରାହ୍ନରେ ଭବାନୀପାଟଣାର ବାରାକ ହେଲିପ୍ୟାଡରେ ପହଞ୍ଚିବେ । ଲାଲବାହାଦୁର ଷ୍ଟାଡିଅମରେ ଆୟୋଜିତ ସାଧାରଣ ସଭାରେ ଯୋଗଦେବେ । ଏହାପରେ ରାୟଗଡ଼ା ଜେଏସକୋ ପଡିଆରେ ଆୟୋଜିତ ଜନସଭାରେ ସାମିଲ୍ ହେବାର କାର୍ଯ୍ୟକ୍ରମ ରହିଛି । ରାଜନାଥ ସିଂଙ୍କ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି ।

ଅଧିକ ପଢନ୍ତୁ : ମୋଦିଙ୍କ ପରେ ଓଡିଶା ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ

ସେହିପରି ୯ରେ ଓଡିଶା ଆସିବେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା ।  ସେ ମାଲକାନଗିରି, ଚିତ୍ରକୋଣ୍ଡା ଓ ଖଲ୍ଲିକୋଟରେ ନିର୍ବାଚନୀ ସଭାରେ ଉଦବୋଧନ ଦେବେ । ୯ରେ କେନ୍ଦ୍ର ସଡକ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ପୁରୀର କୃଷ୍ଣପ୍ରସାଦରେ ବିରାଟ ସମାବେଶ କରିବେ ।  
 

HELICOPTER CARRYING
45m ago
କୁହୁଡ଼ି ଓ ଖରାପ ପାଗ ଏହି ଦୁର୍ଘଟଣାର କାରଣ ବୋଲି କୁହାଯାଉଛି
ଅର୍ଗସ ବ୍ୟୁରୋ : ଇରାନରେ ଘଟିଲା ବଡ଼ ଦୁର୍ଘଟଣା । ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କୁ ନେଇ ଯାଉଥିବା ହେଲିକପ୍ଟର ରବିବାର ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଛି, ଏହା ପରେ ଜରୁରୀକାଳୀ
ରୋଡ ସୋ'
ରାଜଭବନରେ ପ୍ରଧାନମନ୍ତ୍ରୀ, କାଲି ମୋଦିଙ୍କ ରୋଡ ସୋ'
ଭୁବନେଶ୍ୱର: ରାଜଭବନ ଅଭିମୁଖେ ପ୍ରଧାନମନ୍ତ୍ରୀ। ପରିଚାଳନା କମିଟି ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ କରି ରାଜଭବନରେ ଅଭିମୁଖେ ଯାଉଛନ୍ତି ମୋଦି। ରାଜଭବନରେ ରାତ୍ରୀଯାପ
PM MODI
ପ୍ରାୟ ୩୦ ମିନିଟ ଧରି କମିଟିର ସଦସ୍ୟ ମାନଙ୍କ ସହ କଲେ ଆଲୋଚନା
ଅର୍ଗସ ବ୍ୟୁରୋ : ଗୁରୁ ମନ୍ତ୍ର ବି ଦେଲେ ମୋଦି । ରାଜ୍ୟ ବିଜେପିର ନିର୍ବାଚନ ପରିଚାଳନା କମିଟିର ସଦସ୍ୟ ମାନଙ୍କ ସହ ବୈଠକ କଲେ ପ୍ରଧାନମନ୍ତ୍ରୀ । ପ୍ରାୟ ୩୦ ମିନିଟ ଧରି କମିଟିର ସଦସ୍