ଜୁନ୍ ୧ ଯାଏଁ କେଜ୍ରିୱାଲଙ୍କୁ ଅନ୍ତରୀଣ ଜାମିନ
by Argus News
Fri, May 10 | 2:41 p.m.

ଅର୍ଗସ ବ୍ୟୁରୋ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଜାମିନ । କେଜ୍ରିୱାଲଙ୍କୁ ଅନ୍ତରୀଣ ଜାମିନ ଦେଲେ ସୁପ୍ରିମକୋର୍ଟ । ନିର୍ବାଚନକୁ ଆଖି ଆଗରେ ରଖି ଜାମିନ ଦେଇଛନ୍ତି ଦିଲ୍ଲୀ ହାଇକୋର୍ଟ । ଜୁନ୍ ୧ ପର୍ଯ୍ୟନ୍ତ କେଜ୍ରିୱାଲଙ୍କୁ ଅନ୍ତରୀଣ ଜାମିନ ।  ଜୁନ ୨ରେ କୋର୍ଟରେ ହାଜିର ହେବେ କେଜ୍ରିୱାଲ । ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଗତ ୨୧ ମାର୍ଚ୍ଚରେ କେଜ୍ରିୱାଲଙ୍କୁ ଗିରଫ କରାଯାଇଥିଲା । ଏହାପରେ ତାଙ୍କୁ ତାଙ୍କ ଗିରଫଦାରିକୁ ଚ୍ୟାଲେଞ୍ଜ କରି ହୋଇଥିବା ଆବେଦନକୁ ଖାରଜ କରିଥିଲା ଦିଲ୍ଲୀ ହାଇକୋର୍ଟ । ଇଡି ପାଖରେ ଯଥେଷ୍ଟ ପ୍ରମାଣ ଥିବାରୁ ତାଙ୍କୁ ଗିରଫ କରାଯାଇଥିବା ଇଡି ପକ୍ଷରୁ କୁହାଯାଇଥିଲା । 

ଅଧିକ ପଢନ୍ତୁ : କେଜ୍ରିୱାଲଙ୍କ ଜାମିନ ଖାରଜ

ସେପଟେ ଜେଲରେ ଥିବା ଅବସ୍ଥାରେ କେଜ୍ରିୱାଲଙ୍କ ଦେହ ଖରାପ ହୋଇଥିବା ମଧ୍ୟ ସୂଚନା ମିଳିଥିଲା । ସେ ମଧୁମେହ ରୋଗରେ ଆକ୍ରାନ୍ତ ଥିବାବେଳେ ଜେଲରେ ଇନସୁଲିନ ନେଉଥିବା ଜେଲ କର୍ତ୍ତୃପକ୍ଷଙ୍କ ପାଖରୁ ସୂଚନା ମିଳିଥିଲା  । 

ପୋଲିସ
ପୋଲିସର ବର୍ରରତା, ମହିଳାଙ୍କ ଉପରେ ଲାଠିଚାର୍ଜ ସହ ଗୁଳିମାଡ
ବୌଦ୍ଧ : ଭୋଟ୍ ବିବାଦ । ପୋଲିସ ଜନତା ମୁହାଁମୁହିଁ । ବୌଦ୍ଧ କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ମହେଶ୍ବରପିଣ୍ଡାରେ ପୋଲିସର ବର୍ବର ଗୁଳି ଚାଳନା । ଗାଁ ଲୋକ କଲେ ପୋଲିସ ଉପରକୁ ପଥରମାଡ଼
ସମ୍ବିଧାନ ମୁଖବନ୍ଧରେ
ସମ୍ବିଧାନ ମୁଖବନ୍ଧରେ ଅହିଂସା ଦାବି କରୁଥିବା ଦଳ, ଘଟାଉଛି ରାଜରାସ୍ତାରେ ହିଂସା
ଅର୍ଗସ ବ୍ୟୁରୋ: ବିଜେଡି ସାଜିଛି ରକ୍ତମୁଖା। ନିର୍ବାଚନକୁ ନେଇ ଗଡିଲା ମୁଣ୍ଡ। ରାଜନୈତିକ ହିଂସାର ଶିକାର ନିରୀହ ଲୋକ । ବରଗଡ଼ରେ ବିଜେଡି ଗୁଣ୍ଡାଙ୍କ ଶିକାର ହୋଇଛନ୍ତି ଜଣେ ଅଟୋ ଚାଳକ
ସମ୍ଭାବ୍ୟ ବାତ୍ୟାକୁ
ସମ୍ଭାବ୍ୟ ବାତ୍ୟାକୁ ନେଇ ମତ୍ସଜୀବୀଙ୍କ ପାଇଁ ଜାରି ହେଲା ସତର୍କ ସୂଚନା
ଅର୍ଗସ ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମ୍ଭାବ୍ୟ ବାତ୍ୟାକୁ ନେଇ ଓଡିଶା ସରକାରଙ୍କ ସ୍ୱତନ୍ତ୍ର ରିଲିଫ କମିଶନର ସତ୍ୟବ୍ରତ ସାହୁ ସତର୍କ ସୂଚନା ଜାରି କରିଛନ୍ତି । ଆଜି ପୂର୍ବାହ୍