କଣ୍ଟାବାଞ୍ଜିକୁ ସ୍ୱତନ୍ତ୍ର ଜିଲ୍ଲା ମାନ୍ୟତା ଦାବି
by Argus News
Tue, Dec 05 | 7:24 a.m.

ଅର୍ଗସ ବ୍ୟୁରୋ: ବଲାଙ୍ଗୀର କଣ୍ଟାବାଞ୍ଜିକୁ ସ୍ବତନ୍ତ୍ର ଜିଲ୍ଲା ମାନ୍ୟତା ଦାବି । ଜିଲ୍ଲା ସଂଘର୍ଷ ସମିତି ପକ୍ଷରୁ ଆଜି ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ ଡାକରା । ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚକାଜାମ । ଦୋକାନ ବଜାର, ବସ୍ , ଶିକ୍ଷାନୁଷ୍ଠାନ, ବିଭିନ୍ନ ପ୍ରତିଷ୍ଠାନକୁ ସମ୍ପୂର୍ଣ୍ଣ ଭାବେ ବନ୍ଦ କରାଯାଇଛି । ଜିଲ୍ଲା ସଂଘର୍ଷ ସମିତିର ସଭାପତି ଶେଷଦେବ ପୁଟେଲଙ୍କ ନେତୃତ୍ବରେ ବୁଦ୍ଧିଜୀବୀ, ରାଜନୈତିକ ଦଳର କର୍ଯ୍ୟକର୍ତ୍ତା, ବିଭିନ୍ନ ସଂଗଠନର ନେତୃବୃନ୍ଦ ସାମିଲ ହୋଇଛନ୍ତି ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ