ଖେଳପଡିଆ ଚିହ୍ନଟ ପାଇଁ ଗାଁ ଯୁବକଙ୍କ ଦାବି
by Argus News
Tue, Nov 28 | 5:48 p.m.

ଭଦ୍ରକ : ଗାଁରେ ନାହିଁ ଖେଳପଡିଆ । ଏକ ଖେଳ ପଡ଼ିଆ ଚିହ୍ନଟ ପାଇଁ ଗ୍ରାମର ଯୁବକ ଗୋଷ୍ଠୀଙ୍କ ପକ୍ଷରୁ ଦାବିପତ୍ର ପ୍ରଦାନ କରାଯାଇଛି l ଭଦ୍ରକ ଜିଲ୍ଲା ବନ୍ତ ବ୍ଲକ ଅନ୍ତର୍ଗତ ବଡ଼ବର୍ଚ୍ଚିକୟାଁ ଗାଁରେ ଏକ ଖେଳପଡ଼ିଆ ନଥିବାରୁ ଗାଁ ଯୁବକ ମାନେ ଖେଳିବା ପାଇଁ ବିଭିନ୍ନ ଅସୁବିଧାର ସମ୍ମୁଖିନ ହେଉଛନ୍ତି । ଏନେଇ ବାରମ୍ବାର ସରପଞ୍ଚଙ୍କୁ ଜଣାଇଥିଲେ ମଧ୍ୟ କୌଣସି ସାହାଯ୍ୟ ମିଳିପାରିନି । 

ଅଧିକ ପଢନ୍ତୁ ଓଡିଶା ଖବର

ଏବେ ପୁଣିଥରେ ଗାଁର ଯୁବକମାନେ ଏକତ୍ରିତ ହୋଇ ପଞ୍ଚାୟତରେ ସରପଞ୍ଚଙ୍କ ଅନୁପସ୍ଥିତିରେ ସରପଞ୍ଚଙ୍କ ପ୍ରତିନିଧିଙ୍କୁ ଦାବୀପତ୍ର ପ୍ରଦାନ କରିବା ସହ ତୁରନ୍ତ ଏକ ସ୍ଥାୟୀ ଖେଳପଡ଼ିଆ ଚିହ୍ନଟ ନିମନ୍ତେ ଦାବି କରିଛନ୍ତି. 
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ