କେନ୍ଦ୍ରାପଡ଼ାର ବିଭିନ୍ନ ବାତ୍ୟା ଆଶ୍ରୟ ସ୍ଥଳରେ ଉପମୁଖ୍ୟମନ୍ତ୍ରୀ
by Argus News
Thu, Oct 24 | 1:30 p.m.

ଅର୍ଗସ ବ୍ୟୁରୋ: କେନ୍ଦ୍ରାପଡ଼ାରେ ପହଞ୍ଚିଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ। ପ୍ରଥମେ ଜିଲ୍ଲା ପ୍ରଦକ୍ଷଣ ଭବନରେ ବିଜେପି ଜିଲ୍ଲା ସଭାପତି ଏବଂ ସମସ୍ତ ସରକାରୀ ଅଧିକାରୀଙ୍କୁ ସାକ୍ଷାତ ପରେ ତୁରନ୍ତ ବାହାରିଗଲେ ବାତ୍ୟା ପ୍ରବଣ ଅଞ୍ଚଳକୁ। 

ପ୍ରଥମେ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ତରାଣ୍ଡୋ ପ୍ରାଥମିକ ବିଦ୍ୟାଳୟରେ ହୋଇଥିବା ବାତ୍ୟା ଆଶ୍ରୟସ୍ଥଳରେ ପହଞ୍ଚି ଆଶ୍ରୟ ନେଇଥିବା ଲୋକଙ୍କ ଭଲମନ୍ଦ ପଚାରି ବୁଝିଲେ। ଲୋକଙ୍କ ପାଖରେ ଆବଶ୍ୟକୀୟ ଖାଦ୍ୟ ସାମଗ୍ରୀ ପହଞ୍ଚୁଛି କି ନାହିଁ, ପଚାରିବା ସହ, ଆବଶ୍ୟକସ୍ଥଳେ ଅଧିକ କିଛି ଆବଶ୍ୟକ ହେଲେ ତାଙ୍କୁ ଫୋନ ଯୋଗେ ଯୋଗାଯୋଗ କରିବାକୁ କହିଥିଲେ। ଲୋକଙ୍କ ପରେ ପରେ ରାଜନଗରର ବିଭିନ୍ନ ଅଞ୍ଚଳକୁ ପରିଦର୍ଶନରେ ଗଲେ ଉପମୁଖ୍ୟମନ୍ତ୍ରୀ। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 

ବାତ୍ୟା ମୁକାବିଲା
ବାତ୍ୟା ମୁକାବିଲା ପ୍ରସ୍ତୁତି ନେଇ ସନ୍ତୋଷ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ
ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ସନ୍ଧ୍ୟାରେ ଟେଲିଫୋନ ଯୋଗେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ଓଡ଼ିଶାରେ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତି ସଂପର୍କର
CYCLONE DANA
ରାତି 3 ଟାରୁ ଭୋର୍ ମଧ୍ୟରେ ହୋଇଯିବ ଲ୍ୟାଣ୍ଡଫଲ୍
ଅର୍ଗସ ବ୍ୟୁରୋ: ଉପକୂଳ ଆଡକୁ ମାଡି ଆସୁଛି ବାତ୍ୟା ଦାନା । ଆଜି ରାତି ଘଡିସନ୍ଧି ମୁହୂର୍ତ୍ତ । ଧୀରେ ଧୀରେ ବଢୁଛି ବର୍ଷା ଓ ପବନ । ଅଶାନ୍ତ ହେଉଛି ସମୁଦ୍ର । ପାଣିପାଗ ବିଭାଗର ଆକଳ ଅନୁଯାୟ
ବାତ୍ୟା ମୁକାବିଲା ପାଇଁ
ବାତ୍ୟା ମୁକାବିଲା ପାଇଁ ସରକାରଙ୍କ ବ୍ୟାପକ ପ୍ରସ୍ତୁତି
ଅର୍ଗସ ବ୍ୟୁରୋ: ସ୍ଥଳ ଭାଗ ମୁହାଁ ବାତ୍ୟା। ସଚିବାଳୟରେ ଘନ ଘନ ବୈଠକ । ସ୍ଥିତିର ସମୀକ୍ଷା କରୁଛନ୍ତି ମୁଖ୍ୟମନ୍ତ୍ରୀ । ବିଭିନ୍ନ ମନ୍ତ୍ରୀ ବିଭାଗୀୟ ସଚିବ ଓ ଜିଳ୍ଲପାଳ ଙ୍କ ସହ ଆଲୋଚନ