ଶ୍ରାବଣ ସୋମବାର ପାଇଁ କପିଳାସ ଚଳଚଞ୍ଚଳ
by Argus News
Sun, Jul 21 | 7:52 p.m.

ଢେଙ୍କାନାଳ: ପବିତ୍ର ଶ୍ରାବଣ ମାସ ପ୍ରଥମ ସୋମବାରରେ ଢ଼େଙ୍କାନାଳ ଜିଲ୍ଲା କପିଳାସ ଚଳଚଞ୍ଚଳ ହୋଇପଡିଛି । ଆସନ୍ତାକାଲି ପ୍ରଭୁ ଶ୍ରୀ ଶ୍ରୀ ଚନ୍ଦ୍ରଶେଖରଙ୍କ ଠାରେ ଜଳ ଲାଗି କରିବା ପାଇଁ ବିଭିନ୍ନ ସ୍ଥାନରୁ କାଉଡ଼ିଆ ମାନେ କପିଳାସରେ ପହଞ୍ଚୁ ଥିବାବେଳେ ଶାନ୍ତି ଶୃଙ୍ଖଳା ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ପୋଲିସ୍ ବ୍ୟବସ୍ଥା କରାଯାଇଛି । 

ସେହିଭଳି ଜିଲ୍ଲାର ପ୍ରତ୍ୟେକ ଶୈବପୀଠକୁ ପଲିଥିନ ମୁକ୍ତ କରାଇବାକୁ ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । କପିଳାସରେ ମାଜିଷ୍ଟ୍ରେଟଙ୍କ ସହ ପୋଲିସ ଓ ବନ ବିଭାଗ ମିଳିତ ଭାବେ ଦୋକାନକୁ ଦୋକାନ ବୁଲି ସଚେତନତା କରାଉଥିବା ଦେଖିବାକୁ ମିଳିଛି । 
 

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା