ନିର୍ବାଚନ ପୂର୍ବରୁ ମାଓ ମୁକାବିଲା ନେଇ DGPଙ୍କ ଜରୁରୀ ସମୀକ୍ଷା ବୈଠକ
by Argus News
Wed, Apr 10 | 1:23 p.m.

 ଭୁବନେଶ୍ୱର:  ନିର୍ବାଚନ ପୂର୍ବରୁ ମାଓ ମୁକାବିଲା ନେଇ DGPଙ୍କ ଜରୁରୀ ସମୀକ୍ଷା ବୈଠକ।  ଭୁବନେଶ୍ଵର DG କ୍ୟାମ୍ପ ଅଫିସ୍‌ରେ ମାଓ ମୁକାବିଲା ସମୀକ୍ଷା ବୈଠକ। ମାଓ କାର୍ଯ୍ୟକଳାପରେ ରୋକ୍ ଲଗାଇବାକୁ ସ୍ଵତନ୍ତ୍ର ରଣନୀତି ନେଇ ଆଲୋଚନା। ବୈଠକରେ ଗୁଇନ୍ଦା ନିର୍ଦ୍ଦେଶକ ସୌମେନ୍ଦ୍ର ପ୍ରିୟଦର୍ଶୀ ଉପସ୍ଥିତ।

ଏଡିଜି ଅପରେସନ ଦେବଦତ୍ତ ସିଂ, ଆଇନ ଶୃଙ୍ଖଳା ଏଡିଜି ସଂଜୟ କୁମାରଙ୍କ ସମେତ  ବରିଷ୍ଠ ଆଇପିଏସ ଅଧିକାରୀ ମଧ୍ୟ ଉପସ୍ଥିତ ଅଛନ୍ତି । ଆଗକୁ ନିର୍ବାଚନ ଆସୁଥିବା ବେଳେ ମାଓବାଦୀ ଓ ନକ୍ସଲ କାର୍ଯ୍ୟକଳାପରେ ରୋକ ଲଗାଇବାକୁ ପ୍ରସ୍ତୁତ ହେଉଛି ସ୍ବତନ୍ତ୍ର ରଣନୀତି । 

ଅଧିକ ପଢନ୍ତୁ ଓଡ଼ିଶା ଖବର 

BOBBY DAS
କୋରେଇରେ ଟଙ୍କା ବାଣ୍ଟୁଛନ୍ତି ବବି !
ଅର୍ଗସ ବ୍ୟୁରୋ: ବବିଙ୍କ ଲାଗି ଏବେ ଡୁଆଲ ଚ୍ୟାଲେଞ୍ଜ । ସମ୍ବଲପୁରରେ ତ ହାରିବେ ହାରିବେ...କୋରେଇରେ ବି ବିଜୟ ସେତେ ସହଜ ନୁହେଁ । ପଶ୍ଚିମ ଓଡ଼ିଶା ସାଂସଦ ସ୍ଵପ୍ନ କେବେ ସତ ହେବନି ବୋଲ
BJD
ରୋଡ୍ ସୋ' କଲେ ନବୀନ, ହେଲେ ପ୍ରାର୍ଥୀଙ୍କୁ ନେଲେନି ?
ଅର୍ଗସ ବ୍ୟୁରୋ: ମାଳମାଳ ପୋଲିସ କର୍ମୀ, ଗହଳି ବେଶୀ ନଥିଲେ ବି ଟଙ୍କା ନେଇ ରାସ୍ତା କଡ଼ରେ ଛିଡା ହୋଇଥିଲେ ଜନତା । କେତେବେଳେ ନବୀନ ଆସିବେ ? କାହା ପାଇଁ ଭୋଟ୍‌ ମାଗିବେ ? ସେନେ
BOBBY DAS
ହାରିବା ଭୟରେ ବାଉଳି ହେଲେଣି ବବି
ଅର୍ଗସ ବ୍ୟୁରୋ: ହାରିବା ଭୟରେ ବିଳିବିଳି ହେଲେଣି ବବି । ସାମ୍ନାରେ ଯେବେ ହାରିବାର ଭୟ ଥାଏ ସେତେବେଳେ ଏମିତି ବାଉଳି ବୋଧହୁଏ ନେତାଏ ହୁଅନ୍ତି । ଖାସ କରି ବିଜେଡିର ନେତାଏ ଏବେ ବିଳିବିଳ