କେନ୍ଦୁଝର ଦୁର୍ଘଟଣାକୁ ନେଇ ଶୋକ ପ୍ରକାଶ କଲେ ଧର୍ମେନ୍ଦ୍ର
by Argus News
Fri, Dec 01 | 1:16 p.m.

ଅର୍ଗସ ବ୍ୟୁରୋ : କେନ୍ଦୁଝର ଦୁର୍ଘଟଣାକୁ ନେଇ ଶୋକ ପ୍ରକାଶ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଆଜି ସକାଳେ ତାରିଣୀ ଦର୍ଶନ ପାଇଁ ଆସୁଥିବା ଏକ ଭ୍ୟାନ ୨୦ ନମ୍ବର ଜାତୀୟ ରାଜପଥ ନିକଟରେ ଏକ ଟ୍ରକ ସହ ପିଟି ଥିଲା । ଯାହା ଫଳରେ ସେଥିରେ ଥିବା ୮ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ରହିଛି। 

 

ଏହାକୁ ନେଇ ଶୋକ ପ୍ରକାଶ କରିଛନ୍ତି ଧର୍ମେନ୍ଦ୍ର । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ ପରିବାରବର୍ଗ ନିମନ୍ତେ ସମବେଦନା ଜଣାଇଛନ୍ତି । ଏଥିସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି କେନ୍ଦ୍ରମନ୍ତ୍ରୀ । 
ତେବେ ଏହି ଦୁର୍ଘଟଣାରେ ୭ ଜଣ ଆହତ ହୋଇଥିବା ବେଳେ ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସମସ୍ତେ ତାରିଣୀ ଦର୍ଶନ ପାଇଁ ଦିଗପହଣ୍ଡିରୁ ଆସିଥିବା ସୂଚନା ରହିଛି। 
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ