ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
by Argus News
Sat, Sep 07 | 9:37 p.m.

 ଭୁବନେଶ୍ୱର:  ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗେ ସମ୍ବଲପୁର ଗସ୍ତ କରିବେ।

ଆସନ୍ତାକାଲି ନୂଆଁଖାଇ ଅବସରରେ ମାଆ ସମଲେଶ୍ବରୀଙ୍କ ଦର୍ଶନ କରିବେ। ସମ୍ବଲପୁରରେ ଆୟୋଜିତ ବିଭିନ୍ନ ଭେଟଘାଟ୍ କାର୍ଯ୍ୟକ୍ରମରେ ସାମିଲ ହେବେ। ସିଏମ୍ କିଷାନ ଯୋଜନା ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗ ଦେବେ। 

ଅଧିକ ପଢନ୍ତୁ  ଓଡ଼ିଶା ଖବର 

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା