ପୁଣି ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର ପ୍ରଧାନ
by Argus News
Thu, Dec 07 | 3:07 p.m.

ଭୁବନେଶ୍ୱର: ପୁଣି ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ପିଏମ-ଉଷା ନେଇ ନବୀନଙ୍କୁ  ଧର୍ମେନ୍ଦ୍ରଙ୍କୁ ଚିଠି ଲେଖିଛନ୍ତି ଧର୍ମେନ୍ଦ୍ର। ପିଏମ-ଉଷା ଯୋଜନାର ଲାଭ ନେବାରେ ଓଡ଼ିଶା ଯେପରି ବଞ୍ଚିତ ନ ହେବ ସେଥିପାଇଁ  ତୁରନ୍ତ ଧ୍ୟାନ ଦେବା ପାଇଁ ପତ୍ରରେ  ଉଲ୍ଲେଖ କରିଛନ୍ତି ଧର୍ମେନ୍ଦ୍ର ।

 ଦୁର୍ଗମ,ଜନଜାତି  ଅଧ୍ୟୁଷିତ, ମାଓ ପ୍ରଭାବିତ  ଅଞ୍ଚଳରେ ଉଚ୍ଚତର ଶିକ୍ଷା ପାଇଁ ସୁଯୋଗ ସୃଷ୍ଟି ଉଦ୍ଧେଶ୍ୟ। ଉଚ୍ଚତର ଶିକ୍ଷା କ୍ଷେତ୍ରରେ ଆଞ୍ଚଳିକ ବୈଷମ୍ୟ ଦୂର କରିବ ପିଏମ-ଉଷା ଯୋଜନା। ଏହି ଯୋଜନା ପାଇଁ  ୧୨୯୬.୧୦ କୋଟି ଟଙ୍କା ବ୍ୟୟ ଅଟକଳ ରହିଛି।  ୨୦୨୩ ଜୁନ୍‌ରୁ  ୨୦୨୬ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ସମୟ ରହିଛି। ରାଷ୍ଟ୍ରୀୟ  ଉଚ୍ଚତର ଶିକ୍ଷା ଅଭିଯାନ  ଅନ୍ତର୍ଗତ ପିଏମ-ଉଷା ଯୋଜନା। ଶିକ୍ଷାନୀତି-୨୦୨୦ ପାଇଁ ଏହା ଏକ ବଡ ପଦକ୍ଷେପ।  

ଅଧିକ ପଢନ୍ତୁ ଓଡ଼ିଶା ଖବର 

ଆଜି ଚାଷୀଙ୍କୁ
8m ago
ଆଜି ଚାଷୀଙ୍କୁ ମିଳିବ ସିଏମ୍ କିଷାନ ସହାୟତା
ଅର୍ଗସ ବ୍ୟୁରୋ: ନୂଆଁଖାଇ ଉପଲକ୍ଷେ ଚାଷୀଙ୍କ ପାଇଁ ଖୁସି ଖବର । ଆଜି ଚାଷୀଙ୍କୁ ସିଏମ୍ କିଷାନ ସହାୟତା ଭେଟି ଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସିଏମ୍ କିଷାନ ସହାୟତା ଅନ୍ତର୍ଗତ ଉପକୃତ ହେବ
ଗଣପର୍ବ ନୂଆଁଖାଇକୁ
32m ago
ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା
ଅର୍ଗସ ବ୍ୟୁରୋ: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା । ଘର ଲିପା ପୋଛା ସହ ସାଜସଜ୍ଜା । କୃଷି ଭିତ୍ତିକ ଗଣପର୍ବକୁ ପାଳନ କରିବାକୁ ପ୍ରତି ଘରେ, ପ୍ରତି ପରିବାରର
ପେଟ୍ରୋଲ ଢାଳି
50m ago
ପେଟ୍ରୋଲ ଢାଳି ଆଥଲେଟଙ୍କୁ ନିର୍ମମ ହତ୍ୟା
ଅର୍ଗସ ବ୍ୟୁରୋ: ନିର୍ଯାତନା ଏ ଶବ୍ଦ କେବଳ ଭାରତ ଭିତରେ ସୀମିତ ନୁହେଁ। ଏ ଶବ୍ଦ ସାରା ବିଶ୍ବରେ ନାରୀ ସମାଜ ଉପରେ ପ୍ରଭାବ ପକାଉଛି। ପୁରୁଷ କେବଳ ନିଜର ସୀମିତ ସ୍ବାର୍ଥ ପାଇଁ ନାରୀର ସ୍ବପ୍ନକ