ମହିଳା ମୋର୍ଚ୍ଚାର ରାଜ୍ୟ କାର୍ଯ୍ୟକାରୀଣୀ ବୈଠକ, ଯୋଗଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ
by Argus News
Sun, Dec 10 | 3:56 p.m.

ଅର୍ଗସ ବ୍ୟୁରୋ:  ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବସିଲା ମହିଳା ମୋର୍ଚ୍ଚାର ରାଜ୍ୟ କାର୍ଯ୍ୟକାରୀଣୀ ବୈଠକ। ବୈଠକରେ ଯୋଗଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ରାଜ୍ୟ ମହିଳା ମୋର୍ଚ୍ଚା ସଭାନେତ୍ରୀ ଐଶ୍ୱର୍ଯ୍ୟା ବିଶ୍ୱାଳଙ୍କ ଅଧ୍ୟକ୍ଷତାରେ ବସିଛି ବୈଠକ । ମହିଳା ମୋର୍ଚ୍ଚା ରାଜ୍ୟ ସଭାପତି ଐଶ୍ୱର୍ଯ୍ୟା ବିଶ୍ୱାଳ କହିଛନ୍ତି। ରାଜ୍ୟରେ ମହିଳା ସୁରକ୍ଷିତ ନୁହନ୍ତି । ମହିଳା ମାନଙ୍କ ସୁରକ୍ଷା କେମିତି ଆଗକୁ ବଢାଯିବ ଏବଂ ସୁରକ୍ଷା ଦିଆଯିବ ଓ ତାଙ୍କୁ କିପରି ଭାବେ ତାଙ୍କର ଅଧିକାର ମିଳିପାରିବ  ସେ ବିଷୟରେ ବିସ୍ତୁତ ଆଲୋଚନା ହେବ ।

ସେପଟେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଓଡ଼ିଶା ସରକାର ରାଜ୍ୟକୁ ନିନ୍ଦିତ କରିଛନ୍ତି । ରାଜ୍ୟରେ ମହିଳା ମାନଙ୍କ‌ ଅତ୍ୟାଚାର ପାଇଁ ଆଜି ସମସ୍ତଙ୍କ ମୁଣ୍ଡ ତଳକୁ ହୋଇଛି ।  ଅଧଡଜନ ମନ୍ତ୍ରୀଙ୍କ ନାରେ କେଳେଙ୍କାରୀ ଅଭିଯୋଗ ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ