ନିର୍ବାଚନ ପ୍ରଚାରରେ ଲୋକଙ୍କ ସହ ସାମିଲ ହେଲେ ଧର୍ମେନ୍ଦ୍ର
by Argus News
Mon, Apr 15 | 6:37 p.m.

ସମ୍ବଲପୁର : ଦେବଗଡ଼ରେ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଲୋକସଭା ସାଂସଦ ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନିର୍ବାଚନ ପ୍ରଚାର। ପ୍ରଚାରରେ ଆସି ଲୋକଙ୍କ ସହ ସାମିଲ ହେଉଛନ୍ତି ଧର୍ମେନ୍ଦ୍ର। ରିଆମାଳ ବ୍ଲକ ଆଉଁଳି ଗାଁର ଜୟ ମା ଭଦ୍ରକାଳୀ ମେରୁଯାତ୍ରାରେ ଯୋଗଦେଇ ମାଙ୍କ ଆଶୀର୍ବାଦ କାମନା କରିବେ। ଏଥିରେ ଶତାଧିକ ବିଜେପି କର୍ମୀ ସାମିଲ ହୋଇଛନ୍ତି।

ଅଧିକ ପଢନ୍ତୁ : ଏହା କ'ଣ ୨୫ ବର୍ଷ ଶାସନର ରୂପାନ୍ତରୀକରଣ ?

ପ୍ରାର୍ଥୀ ଘୋଷଣା ପରେ ସମ୍ବଲପୁର ଲୋକସଭା ନିର୍ବାଚନ ମଣ୍ଡଳୀରେ ଧର୍ମେନ୍ଦ୍ରଙ୍କ  ମାରାଥନ ପ୍ରଚାର ଜାରି ରହିଛି।  ଆଜି ଦେବଗଡ଼ ଗସ୍ତରେ ଆସିଥିବା ବେଳେ ଧର୍ମେନ୍ଦ୍ରଙ୍କୁ ବିଭିନ୍ନ ଗାଁ ମାନଙ୍କରେ ସ୍ଵାଗତ କରିଛନ୍ତି ଜନସାଧାରଣ।  ଧର୍ମେନ୍ଦ୍ରଙ୍କ ଗସ୍ତକୁ ନେଇ ବିଜେପି କର୍ମୀଙ୍କ ଭିତରେ ବେଶ ଉତ୍ସାହ ଦେଖାଦେଇଛି।
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ