ଓଡ଼ିଶାରେ ନେତୃତ୍ବ ଓଡ଼ିଆ ଲୋକଙ୍କ ହାତରେ ରହିବା ଦରକାର -ଧର୍ମେନ୍ଦ୍ର
by Argus News
Sun, Feb 25 | 7:38 p.m.

ଅର୍ଗସ ବ୍ୟୁରୋ: ରାଜ୍ୟ ଗଣତାନ୍ତ୍ରିକ ବ୍ୟବସ୍ଥାରେ ଦ୍ବନ୍ଦ୍ବ ତିଆରି ହୋଇଛି । କିଛି ମୂଢ ଲୋକ ଛାଇ କି ଦେଖି ଦୁନିଆ ଚାଲୁଛି ବୋଲି ଭାବୁଛନ୍ତି । ଏପରି କଥା କହି ସମ୍ବଲପୁର ଯୁଯୁମରା ସଭାରେ ତେରଛା ବାଣ ମାରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଆଉ ଓଡ଼ିଶାରେ ନେତୃତ୍ବ ଓଡ଼ିଆ ଲୋକଙ୍କ ହାତରେ ରହିବା ଦରକାର ବୋଲି ମତ ପ୍ରକାଶ କରିଛନ୍ତି ଧର୍ମେନ୍ଦ୍ର । ଆଜି ଯୁଯୁମୁରା ଗ୍ରାମୀଣ ପାର୍କ ଠାରେ ସହିଦ ମଧୁ ଗଡତିଆଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ପରେ ଜଙ୍ଘା ଲିଙ୍ଗା ବଡଦେଓ ଶୋଭାଯାତ୍ରାରେ ସାମିଲ ହେବା ସହ ସାଧାରଣ ସଭାରେ ଯୋଗ ଦେଇଥିଲେ ।

 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ