ହଜାର ହଜାର କର୍ମୀଙ୍କ ସହ ବାଇକ ରାଲିରେ ଯୋଗ ଦେଲେ ଧର୍ମେନ୍ଦ୍ର
by Argus News
Sun, Apr 07 | 1:06 p.m.

ଦେବଗଡ଼: ଦେବଗଡ଼ ଜିଲ୍ଲାରେ ଧର୍ମେନ୍ଦ୍ର ପ୍ରଧାନଙ୍କ ପାୱାର ସୋ' । ହଜାର ହଜାର କର୍ମୀଙ୍କ ସହ ବାଇକ ରାଲିରେ ରୋଡ ସୋରେ ଯୋଗ ଦେଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।  ଏହି କାର୍ଯ୍ୟକ୍ରମରେ ଦେବଗଡ ଜିଲ୍ଲା BJP ପାର୍ଟି ଅଫିସରେ ହଜାର ହଜାର BJP କର୍ମୀଙ୍କ ଭିଡ ଦେଖିବାକୁ ମିଳିଛି।

ଦେବଗଡ଼ ସହରରେ ପ୍ରାୟ ୮ କିଲୋମିଟର ରୋଡ ସୋ କରି ନିକ୍ତିମାଲ ଶୈବ ପୀଠରେ ମହାଦେବଙ୍କୁ ଦର୍ଶନ କରି ପୂଜାର୍ଚ୍ଚନା କରିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ।  ନିକ୍ତିମାଲରୁ ପୁଣି ଥରେ ବାଇକ୍ ରାଲିରେ ଆସି ଦେବଗଡର ଇଷ୍ଟ ଦେବୀ ମା ପ୍ରଧାନ ପାଟେଶ୍ବରିଙ୍କୁ ପୂଜାର୍ଚ୍ଚନା କରି ଆଶୀର୍ବାଦ କାମନା କରିବେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । 

ଅଧିକ ପଢନ୍ତୁ ଓଡ଼ିଶା ଖବର 

WHOLE
12m ago
୨୪ ବର୍ଷର ସରକାରର ଅପାରଗତାରୁ ରାଜ୍ୟବାସୀ ଭୋଗୁଛନ୍ତି ଦୁର୍ଦ୍ଦଶା
ଅର୍ଗସ ବ୍ୟୁରୋ: ଦାଦନ ଯନ୍ତ୍ରଣାରେ ଛଟପଟ ସାରା ଓଡ଼ିଶା । 24 ବର୍ଷର ସରକାରର ଅପାରଗତାରୁ ରାଜ୍ୟବାସୀ ଭୋଗୁଛନ୍ତି ଦୁର୍ଦ୍ଦଶା । କେନ୍ଦ୍ରାପଡା ଜିଲ୍ଲା ମହାକାଳପଡ଼ା ବ୍ଲକ ବେନୁପା
LIQUOR SEIZED
25m ago
୧୬୧୮ ଲିଟର ମହୁଲିମଦ ଜବତ, ୩୩୦ କୁଇଣ୍ଟାଲ ପୋଚ ନଷ୍ଟ
ଆନନ୍ଦପୁର: ୧୬୧୮ ଲିଟର ମଦ ଜବତ, ୧୩ ମାମଲା ରୁଜୁ । ନିର୍ବାଚନ ସମୟରେ ଆଇନଶୃଙ୍ଖଳାକୁ ଦୃଷ୍ଟିରେ ରଖି କେନ୍ଦୁଝର ଏସ୍‌ପିଙ୍କ ନିର୍ଦେଶ କ୍ରମେ ଆନନ୍ଦପୁର ଏସ୍‌ଡିପି
ଛତିଶଗଡ଼
56m ago
ଛତିଶଗଡ଼ ସୁକମାରେ ଏନକାଉଣ୍ଟର , ଜଣେ ମାଓବାଦୀ ମୃତ
ମାଲକାନଗିରି : ଛତିଶଗଡ଼ ସୁକମାରେ ଏନକାଉଣ୍ଟର । ବଡ଼ଧରଣର ମାଓ ଶିବିର ଉପରେ DRG ଯବାନଙ୍କ ଚଢ଼ଉ । ଟେଟରାଇ ତେଲନାଇ ଜଙ୍ଗଲରେ ଚାଲିଥିଲା ମାଓ ଶିବିର । ଶୁକମାରେ DRG ଯବାନ