ଗୋଟିଏ ସୁଭଦ୍ରା, କୋଟିଏ ମାଆ ଆଲେଖ୍ୟ
by Argus News
Sat, Sep 07 | 1:40 p.m.

ଅର୍ଗସ ବ୍ୟୁରୋ: ସୁଭଦ୍ରା ଯୋଜନା ସମ୍ପର୍କରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ  ଗୋଟିଏ ସୁଭଦ୍ରା, କୋଟିଏ ମା ଆଲେଖ୍ୟ । ଏଥିରେ ସୁଭଦ୍ରା ଯୋଜନା ସଂପର୍କରେ ବିସ୍ତୃତ ତଥ୍ୟ ରହିଛି । ୨୦୩୬ ସୁଦ୍ଧା ବିକଶିତ ଓଡିଶା ଗଠନର ଲକ୍ଷ୍ୟ ସାଙ୍ଗକୁ ୨୦୪୭ ସୁଦ୍ଧା ପୂର୍ଣ୍ଣ ବିକଶିତ ଭାରତ ନିର୍ମାଣ ପାଇଁ ପ୍ରଧାନମନ୍ତ୍ରୀଙ୍କ ଲକ୍ଷ୍ୟ ରହିଛି । ସୁଭଦ୍ରା ଯୋଜନାରେ ଜଣ ପିଛା ୫ହଜାର ଟଙ୍କା ଲେଖାଏଁ ଦୁଇଟି କିସ୍ତିରେ ବାର୍ଷିକ ୧୦ ହଜାର ଟଙ୍କାର ଅର୍ଥରାଶି ଦିଆଯିବ । 

ସାରା ରାଜ୍ୟରେ ସୁଭଦ୍ରା ଉତ୍ସାହ


୫ ବର୍ଷରେ ହିତାଧିକାରୀଙ୍କୁ ମୋଟ୍ ୫୦ହଜାର ଟଙ୍କା ଦିଆଯିବ ।  ମୋଦିଙ୍କ ପ୍ରାଥମିକତା ତାଲିକାରେ ସର୍ବାଗ୍ରେ ରହିଛନ୍ତି ଦେଶର କୋଟି କୋଟି ମହିଳା, ଯୁବପିଢି ଓ ଅନ୍ନଦାତା ଓ ଗରିବ । ଓଡିଶାର ମା ଓ ଭଉଣୀ ମାନଙ୍କୁ ସଶକ୍ତ ଓ ସ୍ବାବଲମ୍ବୀ କରିବା ସହ ନାରୀ ସଶକ୍ତୀକରଣର ନୂଆ ପ୍ରତୀକ ହେବ ସୁଭଦ୍ରା ଯୋଜନା । ସୁଭଦ୍ରା ଯୋଜନାର ଲାଭ ଓ ଉପଯୋଗିତାକୁ ପୁଞ୍ଜିକରି କୋଟିଏ ଓଡିଆ ମାଆ ଭଉଣୀ ନିଜର ତଥା ଦେଶର ସୁନ୍ଦର ଭବିଷ୍ୟତ ଗଠନ କରିପାରିବେ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉଲ୍ଲେଖ କରିଛନ୍ତି । 

ଆଜିଠୁ ରାଜ୍ୟରେ ବୁଲିବ ସୁଭଦ୍ରା ସଚେତନତା ରଥ

ପ୍ରଥମ ଟେଷ୍ଟ
ଆସନ୍ତାକାଲି ଭାରତ -ବାଲାଂଦେଶ ପ୍ରଥମ ଟେଷ୍ଟ
ନୂଆଦିଲ୍ଲୀ: ଆସନ୍ତାକାଲି ଭାରତ -ବାଲାଂଦେଶ ପ୍ରଥମ ଟେଷ୍ଟ। ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଦୁଇ ଦଳ ମଧ୍ୟର ଟକ୍କର । ରୋହିତ ଶର୍ମାଙ୍କ ନେତୃତ୍ବର
ମଙ୍କିପକ୍ସ
ଭାରତରେ ଆଉ ଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ: ଭାରତରେ ଆଉଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ଘର କେରଳରେ । ସେ କିଛି ଦିନତଳେ ୟୁଏଇରୁ ଫେରିଛନ୍ତି । ତାଙ୍କୁ ଆଇସୋଲେସନରେ ରଖ
ଚନ୍ଦ୍ରଯାନ
ଚନ୍ଦ୍ରଯାନ ୪ର ମିଶନ ପାଇଁ କେନ୍ଦ୍ର କ୍ୟାବିନେଟ୍‌ର ମଂଜୁରୀ
ନୂଆଦିଲ୍ଲୀ: ମହାକାଶରେ ଆହୁରି ଶକ୍ତିଶାଳୀ ହେବ ଭାରତ । ଚନ୍ଦ୍ରଯାନ ୪ ମିଶନକୁ କେନ୍ଦ୍ର କ୍ୟାବିନେଟର ମିଳିଛି ମଂଜୁରୀ । ବହୁ ପ୍ରତିକ୍ଷୀତ ଏହି ମିଶନ ପାଇଁ ୨୧୦୪କୋଟି ଟଙ୍କା ବ୍ୟ