ଦେବଗଡ଼ର ପୁରୁଣାଗଡ଼ରେ ସ୍କିଲ ଇଣ୍ଡିଆ ସେଣ୍ଟରର ଉଦଘାଟନ କରିବେ ଧର୍ମେନ୍ଦ୍ର  
by Argus News
Sat, Feb 24 | 7:29 a.m.

 ଦେଓଗଡ:  କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ସକାଳ ୯ଟାରେ ଦେବଗଡ଼ର ପୁରୁଣାଗଡ଼ରେ ସ୍କିଲ ଇଣ୍ଡିଆ ସେଣ୍ଟରର ଉଦଘାଟନ କରିବେ। ଏହାପରେ ଦେବଗଡ଼ର ତିଲେଇବଣିରେ କେନ୍ଦ୍ରୀୟ ଚଷା ସମାଜ ପକ୍ଷରୁ ଆୟୋଜିତ ଚଷା ସମାଜର ବନ୍ଧୁ ମିଳନ କାର୍ଯ୍ୟକ୍ରମରେ ଯୋଗଦେବେ।

ସେହିପରି ଦେବଗଡ଼ର ନିଳାବରେଣି ସାହିରେ ଆୟୋଜିତ ଅନ୍ୟଏକ ବନ୍ଧୁମିଳନ କାର୍ଯ୍ୟକ୍ରମରେ ଯୋଗଦେବେ। ଏହାପରେ ଅପରାହ୍ନ 3ଟାରେ ଜିଲ୍ଲା ନାଗରିକ କମିଟି ପକ୍ଷରୁ ଆୟୋଜିତ ଦେବଗଡ଼ ଜିଲ୍ଲା, ବର୍ତ୍ତମାନ ଓ ଭବିଷ୍ୟତ କାର୍ଯ୍ୟକ୍ରମରେ ଦେବଗଡ଼ କଲେଜରେ ଯୋଗଦେବେ। ସଂଧ୍ୟା 5ଟାରେ କୁଚିଣ୍ଡାର ଖଣ୍ଡାକୋଟାରେ  ବିରାଟ ଧନୁଯାତ୍ରା ଉତ୍ସବରେ ଯୋଗଦେବେ।

ଅଧିକ ପଢନ୍ତୁ ଓଡ଼ିଶା ଖବର 

ଓଡ଼ିଶା ପ୍ରଦେଶ କଂଗ୍ରେସ
now
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି
ରାଜଧାନୀରେ କୋଷ୍ଟଗାର୍ଡ
3m ago
ରାଜଧାନୀରେ କୋଷ୍ଟଗାର୍ଡ DIG ଓ ତାଙ୍କ ପତ୍ନୀଙ୍କୁ ଦୁର୍ବ୍ୟବହାର ଅଭିଯାଗ
ଅର୍ଗସ ବ୍ୟୁରୋ: ନୟାପଲ୍ଲୀ ଥାନା ଅଞ୍ଚଳରେ କୋଷ୍ଟଗାର୍ଡ ଡିଆଇଜି ଏବଂ ତାଙ୍କ ପତ୍ନୀଙ୍କୁ ୨ଜଣ ମଦ୍ୟପ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛି। ସପିଂ ସାରି ଫେରୁଥିବା ବେଳେ କୋଷ୍ଟଗାର୍
ରାଜ୍ୟରେ ଲାଗୁ ହେବ
32m ago
ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି 2020
ଅର୍ଗସ ବ୍ୟୁରୋ: ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି 2020। ଓଡ଼ିଶାରେ ଜାତୀୟ ଶିକ୍ଷା ନୀତି 2020 ଲାଗୁ କରିବା ପାଇଁ ପୁନଃଗଠିତ ହେଲା ଟାସ୍କ ଫୋର୍ସ । ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥ