ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ଅନ୍ୟ ମାନେ
by Argus News
Thu, Apr 18 | 12:04 p.m.

ଅର୍ଗସ ବ୍ୟୁରୋ : ଜଳିଗଲା ଚଳନ୍ତା କାର । ଏପରି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଢେଙ୍କାନାଳ ରାଜରାସ୍ତାରେ । ତେବେ ଏଥିରେ କେହି ହତାହତ ହୋଇନଥିବା ବେଳେ ଅଳ୍ପକେ ବର୍ତ୍ତିଯାଇଛନ୍ତି ଡ୍ରାଇଭର । ତୋରଡ଼ାନାଳୀ ଗାଁର ପବନା ରଣାଙ୍କ କାରରେ ଆକସ୍ମିକ ନିଆଁ ଲାଗିଥିଲା ।

ଅଧିକ ପଢନ୍ତୁ ଓଡ଼ିଶା ଖବର

ସୂଚନା ଅନୁସାରେ ପବନାଙ୍କ ଝିଆରୀ ଜ୍ବାଇଁ ଗାଡି ଚଳାଇ ଅନ୍ୟ ୪ ଜଣଙ୍କ ସହିତ ଥିଲେ । ଚାଳକ ଓ ଅନ୍ୟମାନେ ସୁରକ୍ଷିତ ଥିବା ସୂଚନା ମିଳିଛି । କାରଟି ସମ୍ପୁର୍ଣ୍ଣ ଜଳିଯାଇଛି । କଙ୍କଡାହାଡ଼ ଅଗ୍ନିଶମ ବାହିନୀ ଓ ପରଜଙ୍ଗ ଅଗ୍ନିଶମ ବାହିନୀ ଆସି ଅଗ୍ନିକାଣ୍ଡକୁ ଆୟତ୍ତ କରିଥିଲେ । ମହାବିରୋଡ଼ ପୋଲିସ ଆସି ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି ।

TEA
3m ago
ଆନ୍ତର୍ଜାତୀୟ ଚା' ଦିବସ
ଅର୍ଗସ ବ୍ୟୁରୋ: ଅଧିକାଂଶ ଲୋକଙ୍କ ସକାଳ ଚା ବିନା ଅଧା ରହିଯାଏ। ସେମାନଙ୍କ ମଧ୍ୟରେ ଅନେକ ଲୋକ ଅଛନ୍ତି ଯେଉଁମାନେ ଜଳଖିଆ, ମଧ୍ୟାହ୍ନ ଭୋଜନ ଏବଂ ରାତ୍ରୀ ଭୋଜନ ପରେ ମଧ୍ୟ ଚା ଏବଂ କଫ
ନୀଳଗିରିରେ ପହଞ୍ଚି
14m ago
ନୀଳଗିରିରେ ପହଞ୍ଚି ଦୁଇଟି ପଦ୍ମ ଫୁଲରେ ଭୋଟ ଦେବାକୁ ନିବେଦନ କଲେ
ଅର୍ଗସ ବ୍ୟୁରୋ: ବିଜୁ ଜନତା ଦଳକୁ ଏବେ ଜଣେ କଳାପାହାଡ଼ ଚଳାଉଛି। ଏମିତି କହି ବିଜେଡି ଉପରେ ବର୍ଷିଛନ୍ତି ବିଜେପି ନେତା ଅନୁଭବ ମହାନ୍ତି। ସ୍ୱତନ୍ତ୍ର ହେଲିପ୍ୟାଡ ଯୋଗେ ନୀଳଗିରିର
ଆଇସକ୍ରିମ
30m ago
ଅର୍ଡର କରିଥିଲେ ଆଇସକ୍ରିମ, ହେଲେ ଆଇସକ୍ରିମରୁ ବାହାରିଲା ....
ଅର୍ଗସ ବ୍ୟୁରୋ : ଅନଲାଇନ ସପିଂ, ଅନଲାଇନ ଫୁଡ ଡେଲିଭରୀ ଏବେର ବ୍ୟସ୍ତବହୁଳ ଲୋକଙ୍କ ଜୀବନର ପ୍ରମୁଖ ମାଧ୍ୟମ ପାଲଟିଛି । ସମୟ ବଞ୍ଚିବା ସହ ଅଳ୍ପ ସମୟରେ ନିଜ ମନପସନ୍ଦର ଜିନିଷ ପା