ଟ୍ରକ ପଛପଟେ ପିଟି ହୋଇ ବାଇକ ଚାଳକଙ୍କ ମୃତ୍ୟୁ
by Argus News
Sat, Dec 02 | 6:35 a.m.

ଅର୍ଗସ ବ୍ୟୁରୋ : ପୁଣି ରାଜ୍ୟ ଆଉ ଏକ ସଡ଼କ ଦୁର୍ଘଟଣା । ଟ୍ରକ ପଛପଟେ ପିଟି ହୋଇ ବାଇକ ଚାଳକଙ୍କ ମୃତ୍ୟୁ । ଏଭଳି ଘଟଣା ଘଟିଛି ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ବଡଝରା ଗାଁରେ । ମୃତକ ହେଲେ ସଦର ଥାନା ସୁନ୍ଦରପଦା ଗାଁର ଶଶୀକାନ୍ତ ପରିଡା । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ସୂଚନା ମୁତାବକ ଶଶୀକାନ୍ତ ତାଳଚେର ଏମସିଏଲରୁ କାର୍ଯ୍ୟ ସାରି କାମାକ୍ଷାନଗର  ଫେରୁଥିବା ବେଳେ, ବଡଝରା ଗାଁ ନିକଟରେ ରଙ୍ଗୱେରେ ଛିଡା ହୋଇଥିବା ଏକ ଟ୍ରକ ପଛପଟେ ପିଟି ହୋଇଯାଇଥିଲେ  । ଫଳରେ ଘଟଣା ସ୍ଥଳରେ ଗୁରୁତର ଭାବେ ଖସିପଡ଼ିଥିଲେ ।

ସ୍ଥାନୀୟ ଲୋକ ତାଙ୍କୁ ଗୁରତର ଭାବେ ଆମ୍ବୁଲାନ୍ସ ଯୋଗେ ପରଜଙ୍ଗ ମେଡିକାଲ ପଠାଇଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ଏ ନେଇ ଖବର ପାଇ ତାଙ୍କ ପରିବାର ଲୋକ ମେଡିକାଲରେ ପହଞ୍ଚି ଥିବା ବେଳେ, ପୋଲିସ ଶବ ଜବତ କରି ବ୍ୟବଛେଦ ପାଇଁ ରଖିଛି ।

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ