ଢେଙ୍କାନାଳରେ ପୁଣି ଝାଡ଼ାବାନ୍ତି ଆତଙ୍କ: ୨ ମୃତ
by Argus News
Fri, Mar 29 | 10:14 a.m.

ଅର୍ଗସ ବ୍ୟୁରୋ: ଢେଙ୍କାନାଳରେ ପୁଣି ଝାଡ଼ାବାନ୍ତି ଆତଙ୍କ । ଡାଇରିଆରେ ପୁଣି 2ଜଣଙ୍କ ମୃତ୍ୟୁ ହୋଇଛି ।  ମୃତକ ଓଡ଼ାପଡ଼ା ବ୍ଲକ ନୟାଭାଗିରଥିପୁର ଗ୍ରାମର ଚୂନ ଦେହୁରୀ ଓ ଚୁଙ୍ଗୁଲା ଦେହୁରୀ । 

ଆକ୍ରାନ୍ତଙ୍କୁ ସଠିକ୍ ସ୍ୱାସ୍ଥ୍ୟସେବା ପ୍ରଦାନ କରିବା ପାଇଁ ସିଡିଏମଓଙ୍କ ସହ କଥା ହେଲେ କେନ୍ଦ୍ରମନ୍ତ୍ରୀ

ଏବେବି ୨୦ ରୁ ଉର୍ଦ୍ଧ୍ବ ଚିକିତ୍ସିତ ହେଉଛନ୍ତି । ୧୦ ଦିନ ପୂର୍ବରୁ ଖଡଗପ୍ରସାଦ ଗ୍ରାମରେ ୧୦୦ ରୁ ଉର୍ଦ୍ଧ୍ବ ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। 


 

ପ୍ରଧାନମନ୍ତ୍ରୀ
12m ago
ଆସନ୍ତା କାଲି ଦୁଇ ଦିନିଆ ନିର୍ବାଚନ ପ୍ରଚାରରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ
ଆସନ୍ତା କାଲି ଭୁବନେଶ୍ୱରରେ ରୋଡ ସୋରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ସନ୍ଧ୍ୟା ୬ ଟାରେ ରାଜ୍ୟ କାର୍ଯ୍ୟାଳୟରୁ ବାଣୀବିହାର ପର୍ଯ୍ୟନ୍ତ ରୋଡ ସୋ କରିବେ ମୋଦି ଆସନ୍ତ
ଧର୍ମେନ୍ଦ୍ର
14m ago
" ଲୋକଙ୍କୁ ଠକିଲେ ଲୋକମାନେ ହିଁ ଭାଙ୍ଗି ଦିଅନ୍ତି ସରକାର " - ଧର୍ମେନ୍ଦ୍ର
ଅର୍ଗସ ବ୍ୟୁରୋ : ନିର୍ବାଚନ ଫଳ ଆସିବା ପରେ ବିଜେଡିକୁ ଭାଙ୍ଗି ମହାରାଷ୍ଟ୍ର ଓ ମଧ୍ୟପ୍ରଦେଶ ପରି ସରକାର ଗଠନ ଲାଗି ରଣନୀତି କରିଛି ବିଜେପି। ବରାଦି ସାମ୍ବାଦିକ ସମ୍ମିଳନୀରେ ବିଜେଡ
ଅଦ୍ରିଜା ସିଂହଦେଓ
26m ago
ମହିଳାଙ୍କୁ ନ୍ୟାୟ କଥା କହୁଥିବା ମୁଖ୍ୟମନ୍ତ୍ରୀଙ୍କୁ ଅଦ୍ରିଜା ସିଂହଦେଓଙ୍କ ପ୍ରଶ୍ନ
ଭୁବନେଶ୍ୱର: ନିର୍ବାଚନ ସମୟରେ ନ୍ୟାୟ ପାଇଁ ରାଜାଘର ବୋହୂର ନିବେଦନ । ଯୌତୁକ ନିର୍ଯାତନା ଦେଉଥିବା ଅଭିଯୋଗରେ ପୂର୍ବରୁ ଡେରାଡୁନ ପୋଲିସ ପାଖରେ ଅଭିଯୋଗ କରିଥିଲେ ଅର୍କେଶ ନାରାୟ