ପୁରୀର ବିଭିନ୍ନ ଅଞ୍ଚଳରେ ବ୍ୟାପୁଛି ଝାଡ଼ାବାନ୍ତି
by Argus News
Sat, Apr 27 | 1:04 p.m.

ପୁରୀ: ପୁରୀର ବିଭିନ୍ନ ଅଞ୍ଚଳରେ ବ୍ୟାପୁଛି ଝାଡ଼ାବାନ୍ତି । ବାଲିସାହି ବାରାହୀ ଲେନ୍ ରେ ଝାଡାବାନ୍ତି ଆତଙ୍କ ବଢ଼ିବାରେ ଲାଗିଛି । ଏବେ ସୁଦ୍ଧା ଝାଡାବାନ୍ତିରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଆହୁରି ଅନେକ ଆକ୍ରାନ୍ତ ହୋଇଛନ୍ତି । ପାଣି ପାଇଁ ଡାଇରିଆ ବ୍ୟାପୁଥିବା ଅଭିଯୋଗ ହୋଇଛି । ପାଇପ୍ ପାଖରେ ନଳା ଥିବାରୁ ପାଇପ୍ ଲିକେଜ୍ ହୋଇଥିବା ଆଶଙ୍କା କରୁଛନ୍ତି ସ୍ଥାନୀୟ ବାସୀନ୍ଦା । ତେବେ ଜନସ୍ୱାସ୍ଥ୍ୟ ବିଭାଗ କିମ୍ବା ପ୍ରଶାସନିକ ଅଧିକାରୀମାନେ ଏପର୍ଯ୍ୟନ୍ତ ଘଟଣାସ୍ଥଳରେ ପହଞ୍ଚି ନଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି ।
 

 

MODI
10m ago
ଅନୁଗୁଳ ସଭାରୁ ଫେରି କଟକରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ
ଅର୍ଗସ ବ୍ୟୁରୋ : କଟକରେ ପହଞ୍ଚିଲେ ମୋଦି । ଅନୁଗୁଳରେ ସାଧରଣସଭା ଶେଷ କରି କଟକରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଜି ସକାଳେ ପୁରୀରେ ରୋଡ଼ ଶେଷ କରି ଅନୁଗୁଳ ଗସ୍ତ କରିଥିଲେ
PM MODI
51m ago
'ଓଡିଶାରେ ଗୋଟିଏ ନାରା...ପ୍ରଥମ ଥର ହେବ ଡବଲ ଇଞ୍ଜିନ ସରକାର'
ଅନୁଗୁଳ: ଅନୁଗୁଳରେ ନିର୍ବାଚନୀ ସଭା ସମ୍ବୋଧନ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଓଡିଶା କଳାର ଧାମ୍ ...ପ୍ରତି ଘରେ କଳା ରହିଛି । ମହିମା ଗୋଷେଇଁ, ଭୀମ ଭୋଇଙ୍କ ସ୍ମୃତିକୁ ମନେପକାଇଲେ ମୋଦ
PM
ପୁରୀ ରୋଡ଼ ସୋ' ଶେଷ କରି ଅନୁଗୁଳ ପହଞ୍ଚିଲେ ମୋଦି
ଅର୍ଗସ ବ୍ୟୁରୋ : ଅନୁଗୁଳରେ ପହଞ୍ଚିଲେ ମୋଦି । ପୁରୀ ରୋଡ଼ ସୋ' ଶେଷ କରି ଅନୁଗୋଳ ଗସ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ । ସେଠାରେ ସାଧାରଣ ସଭାରେ ଯୋଗ ଦେବେ । ସେଠାରେ ସଭା ଶେଷ କରି ୧୧ଟ