ବିଧାନସଭାରେ ଜଳସମ୍ପଦ ମନ୍ତ୍ରୀଙ୍କ ଉତ୍ତରକୁ ନେଇ ଚର୍ଚ୍ଚା 
by Argus News
Thu, Feb 08 | 1:41 p.m.

ଭୁବନେଶ୍ୱର:  ବିଧାନସଭାରେ ଜଳସମ୍ପଦ ମନ୍ତ୍ରୀଙ୍କ ଉତ୍ତରକୁ ନେଇ ଚର୍ଚ୍ଚା । ପ୍ରଶ୍ନକର୍ତ୍ତାଙ୍କ ପ୍ରଶ୍ନ ଗୋଟେ ଆଉ ମନ୍ତ୍ରୀଙ୍କ ଉତ୍ତର ଆଉ ଗୋଟେ । ଉଦଳା ବିଧାୟକ ଭାସ୍କର ମଢ଼େଇ ସୋନ ନଦୀ ଉପରେ ବ୍ୟାରେଜ କାମ ଆରମ୍ଭ କରିବା ନେଇ ବିଧାନସଭାରେ ମନ୍ତ୍ରୀଙ୍କୁ ପଚାରିଇଥିଲେ ।

ଟେଣ୍ଡର ସରିଛି, ଏଗ୍ରିମେଣ୍ଟ ସରିଛି, ମୁଖ୍ୟମନ୍ତ୍ରୀ ୧୦ ବର୍ଷ ହେଲା ଶିଳାନ୍ୟାସ ବି କରିଥିଲେ। ହେଲେ କାମ ଆରମ୍ଭ ହେଉନି । ତେଣୁ ବିଭାଗକୁ ତୁରନ୍ତ ନିର୍ଦ୍ଦେଶ ଦେବାକୁ ମନ୍ତ୍ରୀଙ୍କୁ କହିଥିଲେ ବିଧାୟକ । ହେଲେ ମନ୍ତ୍ରୀ ଟୁକୁନି ସାହୁ ରଖିଥିଲେ ଭିନ୍ନ ଉତ୍ତର। ମନ୍ତ୍ରୀ କହିଥିଲେ, ଏ ସଂପର୍କରେ ବିଭାଗକୁ ନିର୍ଦ୍ଦେଶ ଦେବି । ଟେକ୍ନିକାଲ ଦିଗକୁ ଯାଞ୍ଚ୍ ହେବ । ଯଦି ଫିଜିବିଲିଟି ଥିବ ତାହେଲେ ଆବଶ୍ୟକୀୟ ପଦକ୍ଷେପ ନିଆଯିବ। 

ଅଧିକ ପଢନ୍ତୁ ଓଡ଼ିଶା ଖବର 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ