ନିର୍ବାଚନ ପୂର୍ବରୁ  ବଦଳିଲେ ଜିଲ୍ଲାପାଳ 
by Argus News
Wed, Feb 28 | 3:17 p.m.

ଭୁବନେଶ୍ୱର: ବଦଳିଲେ  ୩ ଜିଲ୍ଲାର ଜିଲ୍ଲାପାଳ। ଜିଲ୍ଲାପାଳ ସ୍ତରରେ  ଛୋଟ ଅଦଳବଦଳ କଲେ ରାଜ୍ୟସରକାର।  ମୟୂରଭଞ୍ଜ ଜିଲ୍ଲାପାଳ ଆଶିଷ ଠାକରେ ହେଲେ ବାଲେଶ୍ୱର ଜିଲ୍ଲାପାଳ ।

ପୁରୀ ଜିଲ୍ଲାପାଳ ବିଜୟ ଶଙ୍କର ଦାଶ ହେଲେ କଟକ ମହାନଗର  କମିଶନର। କଟକ କମିଶନର ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ହେଲେ ପୁରୀ  ଜିଲ୍ଲାପାଳ।  ବାଲେଶ୍ୱର ଜିଲ୍ଲାପାଳ  ଦତ୍ତାତ୍ରୟ ଭାଉସାହେବ ସିନ୍ଦେ ହେଲେ ମୟୂରଭଞ୍ଜ ଜିଲ୍ଲାପାଳ। 

ଅଧିକ ପଢନ୍ତୁ ଓଡ଼ିଶା ଖବର 

ପେଟ୍ରୋଲ ଢାଳି
10m ago
ପେଟ୍ରୋଲ ଢାଳି ଆଥଲେଟଙ୍କୁ ନିର୍ମମ ହତ୍ୟା
ଅର୍ଗସ ବ୍ୟୁରୋ: ନିର୍ଯାତନା ଏ ଶବ୍ଦ କେବଳ ଭାରତ ଭିତରେ ସୀମିତ ନୁହେଁ। ଏ ଶବ୍ଦ ସାରା ବିଶ୍ବରେ ନାରୀ ସମାଜ ଉପରେ ପ୍ରଭାବ ପକାଉଛି। ପୁରୁଷ କେବଳ ନିଜର ସୀମିତ ସ୍ବାର୍ଥ ପାଇଁ ନାରୀର ସ୍ବପ୍ନକ
ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ