ଘରୋଇ କଳିରୁ ହଣାମରା, ହସ୍ପିଟାଲରେ ଦୁଇ ଭର୍ତ୍ତି 
by Argus News
Thu, Apr 04 | 6:15 p.m.

ଭଦ୍ରକ: ଘରୋଇ କଳିରୁ ମାରପିଟ୍। ଗୁରୁତର ହୋଇ ଭଣ୍ଡାରିପୋଖରୀ ଚିକିତ୍ସାଳୟରେ ଦୁଇ ଜଣ ଭର୍ତ୍ତି।  ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା ଷୋଳମପୁର ପଞ୍ଚାୟତର ଖପୁରିଆପଦା ଗାଁ ରେ ଘରୋଇ କଳିରୁ ଦୁଇ ପରିବାର ଭିତରେ ମାରପିଟ୍ ହୋଇଥିବା ସୂଚନା ଅନୁଯାୟୀ ଜଣାପଡିଛି।  

ଦୁଇ ଜଣ ବୃଦ୍ଧାଙ୍କ ସହ ଜଣେ ଯୁବକ ଗୁରୁତର ଅବସ୍ଥାରେ ଭଣ୍ଡାରିପୋଖରୀ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ସେପଟେ ଏନେଇ ଉକ୍ତ ଗ୍ରାମର କାଞ୍ଚନ ରାଇତା ନାମକ ଜଣେ ମହିଳା ଥାନାର ଲିଖିତ ଅଭିଯୋଗ କରିଥିବା ଜଣାପଡିଛି। ତେବେ ପୁରା ଘଟଣା କ'ଣ ବର୍ତ୍ତମାନ ସୁଦ୍ଧା ଜଣାପଡି ନଥିବା ବେଳେ ପୋଲିସ ତଦନ୍ତ ପରେ  ସତ୍ୟାସତ୍ୟ ଘଟଣା ସମ୍ମାନକୁ ଆସିବ । 
ଅଧିକ ପଢନ୍ତୁ  ଓଡ଼ିଶା ଖବର 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ