ଡ୍ରୋନ୍ କୁ ସନ୍ଦେହ ପ୍ରକାଶ କଲେ ସାଂସଦ ସୁରେଶ ପୂଜାରୀ
by Argus News
Thu, Apr 25 | 3:35 p.m.

ଅର୍ଗସ ବ୍ୟୁରୋ: ସାଂସଦ ସୁରେଶ ପୂଜାରୀଙ୍କ ଘର ପାଖରେ ପଡିଲା ଡ୍ରୋନ । ବେଲପାହାଡ ଗାନ୍ଧୀ ଛକ ଆମ୍ବଝର ନିକଟ ଭଡା ଘର ପରିସରରେ  ଡ୍ରୋନ ।  ସନ୍ଦିଗ୍ଧ ଡ୍ରୋନ କାହାର ଜଣାପଡ଼ିନି । ଏନେଇ ପୋଲିସ ଛାନ୍ ଭିନ୍ କରୁଛି । 

ସେପଟେ କିଏ, କେଉଁ ଉଦେଶ୍ୟରେ ଏହା ଅପରେଟ କରୁଛି ଏନେଇ ସନ୍ଦେହ ପ୍ରକାଶ କରିଛନ୍ତି ସାଂସଦ ସୁରେଶ ପୂଜାରୀ । ଏ ବିଷୟରେ ଏସପିଙ୍କୁ ସୂଚନା ଦେବା ପରେ ପୋଲିସ ପହଞ୍ଚି ଛାନ ଭିନ୍ କରୁଥିବା ସେ କହିଛନ୍ତି । 

ଆହୁରି ପଢନ୍ତୁ ଓଡିଶା ଖବର...
 

24 ELECTION
ଆସନ୍ତା ସୋମବାର ଦିନ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ
ଅର୍ଗସ ବ୍ୟୁରୋ : ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପ୍ରେସମିଟ । ଆସନ୍ତା ସୋମବାର ଦିନ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ । ୫ଟି ସଂସଦୀୟ କ୍ଷେତ୍ରର ୩୫ଟି ନିର୍ବାଚନ ମଣ୍ଡଳୀର
ARVIND KEJRIWAL
ଆପ୍ ସାଂସଦ ସ୍ବାତୀ ମାଲିଓ୍ବାଲ ଦୁର୍ବ୍ୟବହାର ମାମଲାରେ କାର୍ଯ୍ୟାନୁଷ୍ଠାନ
ଅର୍ଗସ ବ୍ୟୁରୋ : ଆପ୍ ସାଂସଦ ସ୍ବାତୀ ମାଲିଓ୍ବାଲ ଦୁର୍ବ୍ୟବହାର ମାମଲାରେ କାର୍ଯ୍ୟାନୁଷ୍ଠାନ । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କ ବ୍ୟକ୍ତିଗତ ସଚିବ ବିଭବ କୁମାରଙ୍କୁ ଗିର
UPI
UPI ୱାଲେଟକୁ ଆକ୍ଟିଭେଟ କିପରି କରିବେ ?
ଅର୍ଗସ ବ୍ୟୁରୋ: ପେଟିଏମ୍ ୟୁପିଆଇ ଲାଇଟ୍ ବ୍ୟବହାର କରିଛନ୍ତି ? ଏହା ହେଉଛି ଏକ ଅନ ଡିଭାଇସ ୱାଲେଟ। ଏଥିରେ ଗ୍ରାହକ ମାନେ ସହଜରେ ଟଙ୍କା ଜମା କରିବା ସହ ନେଣଦେଣ ମଧ୍ୟ କରିପାରିବେ । ଏଥିର