ମଦ୍ୟପ ସ୍ୱାମୀର ଉନ୍ମତ୍ତ କାଣ୍ଡ, ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ
by Argus News
Sun, Oct 27 | 10:11 a.m.

ଅର୍ଗସ ବ୍ୟୁରୋ:  ମଦ୍ୟପ ସ୍ୱାମୀର ଉନ୍ମତ୍ତ କାଣ୍ଡ। ପାରିବାରିକ କଳହରୁ ସ୍ତ୍ରୀ ର ଗଳା କାଟି ହତ୍ୟା କଲା ସ୍ବାମୀ। କନ୍ଧମାଳ ବାଲିଗୁଡ଼ାରେ ଘଟିଛି ଏଭଳି ଅଘଟଣ । ବ୍ୟାଙ୍କରୁ ଟଙ୍କା ଉଠାଣକୁ ନେଇ ସ୍ବାମୀ ସ୍ତ୍ରୀଙ୍କ ମଧ୍ୟରେ ହୋଇଥିଲା ବଚସା । ତେବେ ସ୍ତ୍ରୀ ମଧୁମତି ବେହେରଦଲାଇକୁ ଖଣ୍ଡ ଖଣ୍ଡ କରି କାଟି ପକାଇଥିଲା ନିଶାସକ୍ତ ସ୍ବାମୀ ଚନ୍ଦ୍ରକାନ୍ତ ବେହେରାଦଲାଇ । ଘଟଣାସ୍ଥଳରେ ତୁମୁଡ଼ିବନ୍ଧ ପୁଲିସ ଓ ସାଇଣ୍ଟିଫିକ ଟିମ୍ ପହଞ୍ଚି ଛାନ ଭିନ ଆରମ୍ଭ କରିଛନ୍ତି । ଏଖବର ପରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ଘନ କୁହୁଡ଼ି
ଘନ କୁହୁଡ଼ି ଘେରରେ ନୀଳଗିରି
ଅର୍ଗସ ବ୍ୟୁରୋ: ଘନ କୁହୁଡି ଘେରରେ ନୀଳଗିରି। ଘର ଦ୍ୱାର ରାସ୍ତା ଘାଟ ସବୁଠି ଘନ କୁହୁଡି ଆସ୍ତରଣରେ ଆଚ୍ଛାଦିତ ହୋଇ ରହିଛି। କୁହୁଡି ଫଳରେ ରାସ୍ତାରେ ଯାତାୟାତରେ ଜନସାଧାରଣ ସହ ସ୍କୁଲ କଲେ
ଜାଆଁଳା ପିଲା ..
ଏହି ଗାଁ ରେ ଖାଲି ଜାଆଁଳା ପିଲା ..
ନୂଆଦିଲ୍ଲୀ: ଆଜି ଆମେ ଆପଣଙ୍କୁ ଭାରତର ଏକ ଅଭୂତ ଗାଁ ବିଷୟରେ କହିବୁ , ଯାହା ଜାଣିବା ପରେ ଆପଣ ବି ଆଶ୍ଚର୍ଯ୍ୟ ଓ ଚକିତ ହେବେ । କାରଣ ଇଏ ଏମିତି ଏକ ଗାଁ, ଯେଉଁଠି ପିଲା ଜନ୍ମ ହେବ
ଦୋଷା
ଦିଓ୍ୱାଲୀ ପାଇଁ ନାଗପୁରରେ ନନଷ୍ଟପ୍ ଦୋଷା
ନୂଆଦିଲ୍ଲୀ: ଦିଓ୍ବାଲୀ ପାଇଁ ନାଗପୁରରେ ନନଷ୍ଟପ୍ ଦୋଷା। ହଁ ଦର୍ଶକବଦ୍ଧୁ ନାଗପୁରର ବିଷ୍ଣୁ ମନୋହର ନାମକ ଜଣେ ସେଫ୍ ୨୪ ଘଣ୍ଟା ଧରି ନନଷ୍ଟପ୍ ଦୋଷା ତିଆରି କରି ସୃଷ୍ଟି କରିଛନ୍ତ