ଯାନ୍ତ୍ରିକ ତ୍ରୁଟି ଯୋଗୁଁ ମଝି ଚିଲିକାରେ ଫସିଲା ଯାତ୍ରୀବାହି ଡଙ୍ଗା
by Argus News
Fri, Jul 26 | 10:15 a.m.

ଖୋର୍ଦ୍ଧା : ମଝି ଚିଲିକାରେ ଅଘଟଣ । ଫସିଲା ଯାତ୍ରୀ ବାହି ଘାଟ ଡଙ୍ଗା। ୧୭ ଜଣ ଯାତ୍ରୀଙ୍କ ସହ ଡଙ୍ଗାରେ ୭ଟି ବାଇକ୍ ରହିଛି । ମେସିନର ଯାନ୍ତ୍ରିକ ତ୍ରୁଟି ଯୋଗୁଁ ମଝି ଚିଲିକାରେ ଫସି ରହିଛି ଯାତ୍ରୀ ବାହି ଡଙ୍ଗା ।

ଅଧିକ ପଢନ୍ତୁ ଓଡିଶା ଖବର

ପୁରୀ ଜିଲ୍ଲା ଜହ୍ନିକୁଦା ଘାଟରୁ ଯାତ୍ରୀମାନଙ୍କୁ ନେଇ ସାତପଡ଼ା ଅଭିମୁଖେ ଚିଲିକା ଦେଇ ଯାତ୍ରା ଆରମ୍ଭ କରିଥିଲା ଏହି ଡଙ୍ଗା ।  ବର୍ତମାନ ମହଁଶା ଗାଁ ନିକଟ ଚିଲିକାରେ ଫସି ରହିଛି ଯାତ୍ରୀ ବାହି ଡଙ୍ଗା । ଉଦ୍ଧାର କରିବା ପାଇଁ ଯାତ୍ରୀ ମାନଙ୍କ ନିବେଦନ ।

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା