ଘନକୁହୁଡି ଯୋଗୁଁ ଅସ୍ତବ୍ୟସ୍ତ ଜୀବନ
by Argus News
Fri, Feb 02 | 3:37 p.m.

ଅର୍ଗସ ବ୍ୟୁରୋ: କିଛିଦିନ ପାଣିପାଗର ପରିବର୍ତ୍ତନ ଯୋଗୁ ଚାରିଆଡେ ରାତି ୧୧ଟା ପରେ ଘନକୁହୁଡ଼ି ଛାଇଯାଉଥିବାର ପରିଲକ୍ଷିତ ହେଉଛି । ଆଜି ମୟୂରଭଞ୍ଜ ଜିଲ୍ଲା ଶୁଳିଆପଦା ବ୍ଲକର ବିଭିନ୍ନ ଅଞ୍ଚଳରେ ଘନ କୁହୁଡି ଯୋଗୁଁ ଜୀବନଯାତ୍ରା ବାଧାପ୍ରାପ୍ତ ହୋଇଛି। ଏଭଳି କୁହୁଡ଼ି ହେଲେ ଦୁର୍ଘଟଣା ଘଟିବାର ସମ୍ଭାବନା ବି ରହିଛି। 

ଲୋକେ ଯିବା ଆସିବା କରିବାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସକାଳ ଆଠଟା ଯାଏଁ ଘନ କୁହୁଡ଼ିର ଆସ୍ତରଣ ଥିବାରୁ ଲୋକେ ପ୍ରାତଃଭ୍ରମଣ ଓ ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ପାଇଁ ଯାଇ ପାରୁନାହାନ୍ତି।

ଅଧିକ ପଢ଼ନ୍ତୁ ପାଣିପାଗ ଖବର 
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ