ବାତ୍ୟା ସମୟରେ ରାଜ୍ୟରେ ୧୬ ଶହ ଗର୍ଭବତୀ କଲେ ପ୍ରସବ 
by Argus News
Fri, Oct 25 | 1:54 a.m.

ଅର୍ଗସ ବ୍ୟୁରୋ: ଆରମ୍ଭ ହୋଇଯାଇଛି ବାତ୍ୟା ଦାନାର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା । ବଢ଼ୁଛି ପବନର ବେଗ । ଘର ଭିତରେ ପଶିଲାଣି ପାଣି । ଭାଙ୍ଗିଲାଣି ବଡ ବଡ ଗଛ । ଧାମରାରେ ପବନର ବେଗ ବଢ଼ିବାରେ ଲାଗିଛି । ସୁ ସୁ କରି ଗର୍ଜନ କରୁଛି ପବନ । ଆଉ ବେଳେବେଳେ ଝଟକା ମଧ୍ୟ ଅନୁଭୁତ ହେଉଛି । ବର୍ଷା ମଧ୍ୟ ବଢ଼ିବାରେ ଲାଗିଛି । ତେବେ ଏହାରି ମଧ୍ୟରେ ରାଜ୍ୟରେ 16 ଗର୍ଭବତୀ ପ୍ରସବ କରିସାରିଛନ୍ତି । 


ମୋଟ ୪୪୨୧ ଆସନ୍ନ ପ୍ରସବାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଥିମଧ୍ୟରୁ ପ୍ରାୟ ୧୬ ଶହ ଗର୍ଭବତୀ ପ୍ରସବ କରିସାରିଛନ୍ତି। ତେବେ ଭିତରକନିକାରେ ଏକ ପରିବାର ଦାନା ସମୟରେ ଛୁଆଟି ଜନ୍ମ ହୋଇଥିବାରୁ ତା ନାଁ ଦାନା ଦେବା ନେଇ କହିଛନ୍ତି । 

 

CYCLONE DANA
18m ago
ଘଣ୍ଟାପ୍ରତି ୧୦୦ ରୁ ୧୨୦ କିମି ବେଗରେ ପବନ ବହୁଛି
ଅର୍ଗସ ବ୍ୟୁରୋ: ବାତ୍ୟା ପ୍ରଭାବରେ ଭିତରକନିକା ଅଞ୍ଚଳରେ ପ୍ରବଳ ପବନ ବୋହୁଛି । ଘଣ୍ଟାପ୍ରତି ୧୦୦ ରୁ ୧୨୦ କିମି ବେଗରେ ପବନ ବହୁଛି । ପବନ ପ୍ରଭାବରେ ଭିତରକନିକାରେ ଉଠିଲା ଜୁଆର । ଆଉ କିଛ
CYCLONE UPDATE
59m ago
ଭୋର୍‌ ଯାଏଁ ଚାଲୁ ରହିବ ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା
ଅର୍ଗସ ବ୍ୟୁରୋ: ଭୀଷଣ ବାତ୍ୟା ‘ଦାନା’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ ହୋଇଛି । ଭିତରକନିକା- ଧାମରା ଅଞ୍ଚଳରେ ଲ୍ୟାଣ୍ଡଫଲ୍ କରୁଛି ବାତ୍ୟା ଦାନା । ରାତି 12 ଟା 5 ର
CYCLONE DANA
ବାତ୍ୟା ଦାନାକୁ ନେଇ ଆସିଲା ବଡ ଖବର
ଅର୍ଗସ ବ୍ୟୁରୋ: ବାତ୍ୟା ଦାନାକୁ ନେଇ ଆସିଲା ବଡ ଖବର । ଭିତରକନିକା ହବାଳିଖଟି ନିକଟରେ ସ୍ଥଳଭାଗ ଛୁଇଁଲା ବାତ୍ୟା ଦାନା । ତେବେ ବାତ୍ୟା ସ୍ଥଳ ଭାଗ ଛୁଇଁବା ପରେ ବି ସମୁଦ୍ର ଅଶାନ୍ତ ଥିବ