ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୫ ରେକର୍ଡ
by Argus News
Wed, Mar 20 | 4:04 p.m.

ଅର୍ଗସ ବ୍ୟୁରୋ : ଭୁମିକମ୍ପରେ ଥରିଲା ପାକିସ୍ତାନ । ପଶ୍ଚିମ ପାକିସ୍ତାନରେ ଅଧରାତିରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୫ ରେକର୍ଡ ହୋଇଛି । ପଶ୍ଚିମ ପାକିସ୍ତାନରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୫ ରେକର୍ଡ ହୋଇଛି । 

ଅଧିକ ପଢନ୍ତୁ ବିଦେଶ ଖବର 

ପାକିସ୍ତାନ ଆଫଗାନିସ୍ତାନ ସୀମା ନିକଟରେ ଭୂକମ୍ପର କେନ୍ଦ୍ରସ୍ଥଳୀ ରହିଛି । ବର୍ତ୍ତମାନ ପର୍ଯ୍ୟନ୍ତ କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନାହିଁ । ଏହାପୂର୍ବରୁ ଫେବୃଆରୀ ୧୭ରେ ପାକିସ୍ତାନର ଇସଲାମାବାଦ ନିକଟରେ ଭୂକମ୍ପ ଅନୁଭୂତ ହୋଇଥିଲା । ଯାହାର ତୀବ୍ରତା ୪.୭ ରହିଥିଲା । ଭୂକମ୍ପ ଯୋଗୁଁ କୌଣସି କ୍ଷୟକ୍ଷତି ହୋଇନଥିଲେ ମଧ୍ୟ ଲୋକ ଭୟଭୀତ ଥିବା ଜଣାପଡିଛି ।

BJD
41m ago
ନିର୍ବାଚନବେଳେ ବିଜେଡି ଗୁଣ୍ଡାଙ୍କ ଆତଙ୍କରାଜ
ଅର୍ଗସ ବ୍ୟୁରୋ: ବିଜେଡିକୁ ମହଙ୍ଗା ପଡ଼ିବ ନିର୍ବାଚନୀ ହିଂସା । ନିର୍ବାଚନ ସମୟରେ ସାରା ରାଜ୍ୟରେ ନବୀନ ବାହିନୀର ଆତଙ୍କରାଜ ବିରୋଧରେ ଖଡ଼ଗହସ୍ତ ହୋଇଛନ୍ତି ଜନତା । ବୌଦ୍ଧର
AMIT SHAH
52m ago
ଚିଟ୍‌ଫଣ୍ଡ ସ୍କାମ୍‌ରେ ସମ୍ପୃକ୍ତ ଦୋଷୀଙ୍କୁ ଶାହଙ୍କ ଚେତାବନୀ
ଅର୍ଗସ ବ୍ୟୁରୋ : ଚିଟ୍‌ଫଣ୍ଡ ସ୍କାମ୍‌ରେ ସମ୍ପୃକ୍ତ ଦୋଷୀଙ୍କୁ ଶାହଙ୍କ ଚେତାବନୀ । ୧୮ ମାସରେ ଚିଟ୍‌ଫଣ୍ଡ ଦୋଷୀ ଜେଲ୍ ଯିବେ । କଷ୍ଟ ଅର୍ଜିତ ଟଙ୍କା ହରାଇଥିବା ଲୋକଙ୍କ
SAND FESTIVAL
56m ago
ଗ୍ରାମଦେବୀଙ୍କୁ ପୂଜା କରି ଧୁମଧାମରେ ବାଲିଯାତ୍ରା ମନାଇଲେ ଦୁର୍ଗମବାସୀ
ଅର୍ଗସ ବ୍ୟୁରୋ: ଦୁର୍ଗମର ନିଆରା ବାଲିଯାତ୍ରା। ଗ୍ରାମଦେବୀଙ୍କୁ ପୂଜା କରି ଧୁମଧାମରେ ବାଲିଯାତ୍ରା ମନାଇଛନ୍ତି ଦୁର୍ଗମବାସୀ। 22 ବର୍ଷର ଅପେକ୍ଷା ଅନ୍ତ ପରେ ବାଲିଯାତ୍ରା ମନାଇଲ