ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂମିକମ୍ପ ଅନୁଭୂତ, ରିକ୍ଟର ସ୍କେଲ୍‌ରେ ତୀବ୍ରତା 7.1 ରେକର୍ଡ
by Argus News
Tue, Jan 23 | 7:16 a.m.

ଅର୍ଗସ ବ୍ୟୁରୋ:  ଦିଲ୍ଲୀ-ଏନ୍‌ସିଆର୍‌ ଅଞ୍ଚଳରେ ଭୂମିକମ୍ପ ଅନୁଭୂତ । ଭୟଭୀତ ହୋଇ ଘରୁ ବାହାରି ଆସିଥିଲେ ଲୋକେ ।  ରିକ୍ଟର ସ୍କେଲ୍‌ରେ ତୀବ୍ରତା 7.1 ରେକର୍ଡ । ଭୂମିକମ୍ପର କେନ୍ଦ୍ରସ୍ଥଳ ନେପାଳ-ଚୀନ୍ ସୀମା ନିକଟ । 12 ଦିନ ଭିତରେ ଦୁଇ ଥର ଥରିଲାଣି  ରାଜଧାନୀ ।  ସେପଟେ ଚାଇନାରେ ହୋଇଥିବା ଭୂମିକମ୍ପର ତୀବ୍ରତା  4.5 ରେକର୍ଡ ମାପ କରାଯାଇଛି ।

ଅଧିକ ପଢ଼ନ୍ତୁ ଦେଶ ଖବର:

HELICOPTER CARRYING
କୁହୁଡ଼ି ଓ ଖରାପ ପାଗ ଏହି ଦୁର୍ଘଟଣାର କାରଣ ବୋଲି କୁହାଯାଉଛି
ଅର୍ଗସ ବ୍ୟୁରୋ : ଇରାନରେ ଘଟିଲା ବଡ଼ ଦୁର୍ଘଟଣା । ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କୁ ନେଇ ଯାଉଥିବା ହେଲିକପ୍ଟର ରବିବାର ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଛି, ଏହା ପରେ ଜରୁରୀକାଳୀ
ରୋଡ ସୋ'
ରାଜଭବନରେ ପ୍ରଧାନମନ୍ତ୍ରୀ, କାଲି ମୋଦିଙ୍କ ରୋଡ ସୋ'
ଭୁବନେଶ୍ୱର: ରାଜଭବନ ଅଭିମୁଖେ ପ୍ରଧାନମନ୍ତ୍ରୀ। ପରିଚାଳନା କମିଟି ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ କରି ରାଜଭବନରେ ଅଭିମୁଖେ ଯାଉଛନ୍ତି ମୋଦି। ରାଜଭବନରେ ରାତ୍ରୀଯାପ
PM MODI
ପ୍ରାୟ ୩୦ ମିନିଟ ଧରି କମିଟିର ସଦସ୍ୟ ମାନଙ୍କ ସହ କଲେ ଆଲୋଚନା
ଅର୍ଗସ ବ୍ୟୁରୋ : ଗୁରୁ ମନ୍ତ୍ର ବି ଦେଲେ ମୋଦି । ରାଜ୍ୟ ବିଜେପିର ନିର୍ବାଚନ ପରିଚାଳନା କମିଟିର ସଦସ୍ୟ ମାନଙ୍କ ସହ ବୈଠକ କଲେ ପ୍ରଧାନମନ୍ତ୍ରୀ । ପ୍ରାୟ ୩୦ ମିନିଟ ଧରି କମିଟିର ସଦସ୍