ଆଶିଷ ସିଂଙ୍କ ସ୍ୱାସ୍ଥ୍ୟବସ୍ଥା ଯାଞ୍ଚ ପାଇଁ  ନିର୍ଦ୍ଦେଶ ଦେଲେ ECI 
by Argus News
Tue, May 28 | 9:27 p.m.

 ଭୁବନେଶ୍ୱର: ବରିଷ୍ଠ IPS ଆଶିଷ ସିଂଙ୍କ ସ୍ବାସ୍ଥ୍ୟବସ୍ଥା ଯାଞ୍ଚ ନିର୍ଦ୍ଦେଶ ଦେଲେ ECI।  ଭୁବନେଶ୍ବର ଏମ୍ସ ନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି  ECI।  ଯାଞ୍ଚ ପାଇଁ ଏକ ସ୍ବତନ୍ତ୍ର ଟିମ୍‌ ଗଠନ କରିବାକୁ ନିର୍ଦ୍ଦେଶ। ମେ ୩୦ ସୁଦ୍ଧା ମେଡିକାଲ ବୋର୍ଡ ନିକଟରେ ହାଜର ପାଇଁ ଆଶିଷଙ୍କୁ ହୋଇଛି  ନିର୍ଦ୍ଦେଶ।

ସେହିପରି ଆଇପିଏସ୍‌  ଡିଏସ୍‌ କୁଟ୍ଟେଙ୍କୁ  ସସପେଣ୍ଡ କଲେ ECI । ଡିଏସ୍‌ କୁଟ୍ଟେ CMOରେ  ସ୍ପେଶାଲ ସେକ୍ରେଟାରୀ ଭାବେ କାର୍ଯ୍ୟ କରୁଥିଲେ।  ତେବେ ଏନେଇ CEOଙ୍କୁ ନିର୍ଦ୍ଦେଶ ଜାରି କଲେ ECI। ଚାକିରି କରିଥିଲେ ସରକାରୀ, ହେଲେ ପ୍ରଚାର କରୁଛନ୍ତି ନବୀନ ବାବୁଙ୍କର । ଏ କଥା ଜଣାପଡିବା ପରେ ପୂରା ରାଜ୍ୟରେ ଜୋର ଧରିଥିଲା ଚର୍ଚ୍ଚା । ଖାଲି ପ୍ରଚାର କରୁଥିଲେ  ତାହା ନୁହେଁ ବରଂ ନିର୍ବାଚନ ପରିଚାଳନା କରୁଥିବା ନେଇ ସଙ୍ଗୀନ ଓ ସାଙ୍ଘାତିକ ଅଭିଯୋଗ ହୋଇଥିଲା ଡିଏସ୍‌ କୁଟ୍ଟେଙ୍କ ବିରୋଧରେ।   

ଅଧିକ ପଢନ୍ତୁ ଓଡ଼ିଶା ଖବର 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ