ଭଣ୍ଡାରିପୋଖରୀ ବିଜେଡି ବିଧାୟକ ପ୍ରଫୁଲ୍ଲ ସାମଲଙ୍କ 9ଟି ଠିକଣାରେ ଇଡି ଚଢ଼ାଉ
by Argus News
Wed, Feb 28 | 12:51 p.m.

ଅର୍ଗସ ବ୍ୟୁରୋ: ଇଡିରେ ହାଜର ହେଲେ ବିଜେଡି ବିଧାୟକ ପ୍ରଫୁଲ୍ଲ ସାମଲ । ପୂର୍ବତନ ମନ୍ତ୍ରୀ, ତଥା ଭଦ୍ରକ ଭଣ୍ଡାରିପୋଖୀ ବିଜେଡି ବିଧାୟକ ପ୍ରଫୁଲ୍ଲ ସାମଲଙ୍କ 9ଟି ଠିକଣାରେ ଇଡି ଚଢ଼ାଉ ପରେ ଆଜି ସେ ଇଡିରେ ହାଜର ହୋଇଛନ୍ତି । ଭଦ୍ରକ ବରପଦା ଇଞ୍ଜିନିୟରିଂ କଲେଜରେ 20 କୋଟି ଟଙ୍କା ଦୁର୍ନୀତି ମାମଲା ନେଇ ଅଭିଯୁକ୍ତ ଅଛନ୍ତି ସାମଲ ବାପ ପୁଅ। ଭୁବନେଶ୍ବରରେ ପ୍ରଫୁଲ୍ଲଙ୍କ ପୁଅ ପ୍ରୟାସକାନ୍ତିଙ୍କ  ନାଁରେ ଥିବା ଘରୁ 10 ଲକ୍ଷ ନଗଦ ଟଙ୍କା ମିଳିଥିଲା । ଚଢ଼ାଉବେଳେ ଦାମୀ ଗାଡ଼ି ବି ଜବତ କରିଥିଲା ଇଡି । ଭଦ୍ରକର ସବୁଠାରୁ ବଡ଼ ଇଞ୍ଜିନିୟରିଂ କଲେଜ, ବରପଦା କଲେଜ ଅଫ୍ ଇଞ୍ଜିନିୟରିଂ ଏଣ୍ଡ ଟେକ୍ନୋଲୋଜି ।  ଏଠି ମହାଦୁର୍ନୀତିର ଅଭିଯୋଗ ହୋଇଛି ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ଆଜିଠାରୁ ଏକମାସ
39m ago
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ
ମୁମ୍ବାଇରୁ ଲଣ୍ଡନ
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ
ଓଡ଼ିଶା ପ୍ରଦେଶ କଂଗ୍ରେସ
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି