ଚିଠି ଲେଖି ତଦନ୍ତ ପାଇଁ ଇଡିକୁ ନିର୍ଦ୍ଦେଶ ଦେଇଛନ୍ତି ବନ୍ୟପ୍ରାଣୀ ପିସିସିଏଫ
by Argus News
Sun, Apr 21 | 10:24 a.m.

ଅର୍ଗସ ବ୍ୟୁରୋ:  ବନ୍ୟଜନ୍ତୁଙ୍କ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ କରି ଟଙ୍କା କମାଇବା ମାମଲାର ତଦନ୍ତ କରିବ ଇଡି । ଚିଠି ଲେଖି ତଦନ୍ତ ପାଇଁ ଇଡିକୁ ନିର୍ଦ୍ଦେଶ ଦେଇଛନ୍ତି ବନ୍ୟପ୍ରାଣୀ ପିସିସିଏଫ । ଯାଜପୁରର ବଦ୍ରି ନାରାୟଣ ଭଦ୍ରା ଓ ମୋନାଲିଲା ଭଦ୍ରାଙ୍କୁ ପୂର୍ବରୁ ଗିରଫ କରିଛି ବନବିଭାଗ । ଏହି ଦମ୍ପତି ବେଆଇନ ଭାବେ ମାଙ୍କଡ଼କୁ ଘରେ ରଖିବା ସହ ଏହାର ଭିଡିଓକୁ ନିଜର ୟୁଟ୍ୟୁବ୍ ଚ୍ୟାନେଲରେ ଅପଲୋଡ଼ କରୁଥିଲେ ।

ସେହିପରି ମିଲିଆନ ଫଲଓର୍ସ ଥିବା ଭଦ୍ରକର ମିର୍ଜା ମହମ୍ମଦ ଆରିଫ ମଧ୍ୟ ସାପ ସହ ଖେଳର ଭିଡିଓ ସୋସିଆଲ ମିଡ଼ିଆରେ ଅପଲୋଡ଼ କରୁଥିଲେ । ଏମାନେ ୟୁଟ୍ୟୁବ ଓ ସୋସିଆଲ ମିଡ଼ିଆ ଜରିଆରେ କେତେ ଟଙ୍କା କମାଇଛନ୍ତି ତାହାର ଖୋଳତାଳ କରିବ ଇଡି ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ