ଆସନ୍ତାକାଲି ନୂହେଁ  ୧୧ରେ ପାଳନ ହେବ ଇଦ୍‌ 
by Argus News
Tue, Apr 09 | 7:37 p.m.

 କଟକ: ଆସନ୍ତା ୧୧ ତାରିଖରେ ପାଳନ ହେବ ଇଦ୍।  ଅଞ୍ଜୁମାନ ଇସଲାମିଆ ଆହେଲ ସୁନତ ଓ ଜମାତ ଚାନ୍ଦ କମିଟିର ଏହି ନିଷ୍ପତ୍ତି।  ଆଜି ଚାନ୍ଦ ଦେଖା ନଯିବାରୁ ୧୧ରେ ଇଦ୍ ପାଳିବାକୁ ନିଷ୍ପତ୍ତି ହୋଇଛି।  ଇଦକୁ ପାଳିବା ପାଇଁ ଭାଇଚାରା ସହର କଟକରେ ଇସଲାମ ଧର୍ମାଲମ୍ବି ଲୋକେ ମନରେ ବେଶ ଉତ୍ସାହିତ ଥିବା ବେଳେ ବିଭିନ୍ନ ମସଜିଦ ମାନଙ୍କରେ ସାମୁହିକ ନମାଜ ପାଠ ପଢିବା ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି ।

ଗୋଟିଏ ମାସର ଓଷା ପରେ ଆଜି ସରୁଛି ରମଜାନ ମାସ।  ୧୧ରେ ଇଦ୍‌ ପାଳିବା ନେଇ ମସଜିଦ ମାନଙ୍କରେ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ବିଧି ମୁତାବକ  ଆଜି ସନ୍ଧ୍ୟାରେ ଚାନ୍ଦ ନଦେଖାଯିବାରୁ  ୧୧ ରେ ଇଦ୍‌ ପାଳନ ହେବା ନେଇ ନିଷ୍ପତ୍ତି ହୋଇଛି ।  
ଅଧିକ ପଢନ୍ତୁ ଓଡ଼ିଶା ଖବର 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ