ପୁଅର ମୃତ୍ୟୁ ପରେ ଶରୀର ଦାନ କଲେ ପରିବାର ଲୋକେ
by Argus News
Sun, Mar 03 | 11:38 a.m.

 କଟକ:  ଅଙ୍ଗଦାନ କରି ଅମର ହୋଇଗଲା ଆଠ ବର୍ଷର ସୁବୋଜିତ। ପୁଅର ମୃତ୍ୟୁ ପରେ ଶରୀର ଦାନ କଲେ ପରିବାର ଲୋକେ। ଭୁବନେଶ୍ଵର କଳ୍ପନା ଅଞ୍ଚଳର ତୃତୀୟ ଶ୍ରେଣୀର ଛାତ୍ର ସୁବୋଜିତ ମସ୍ତିଷ୍କ ରୋଗରେ ପୀଡିତ ହୋଇ ତିନିଦିନ ଧରି ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ।

ଗତକାଲି ତାଙ୍କର ବ୍ରେନ୍ ଡେଡ ଘୋଷଣା ହେବା ପରେ ପରିବାର ଲୋକେ ପୁଅର ଅଙ୍ଗଦାନ ପାଇଁ ଇଚ୍ଛା ପ୍ରକାଶ କରି ଅଙ୍ଗଦାନ ସମିତି ସହ ଯୋଗାଯୋଗ କରିଥିଲେ।ଆଜି ଆପୋଲୋ ହସ୍ପିଟାଲରେ ଶରୀର ଦାନ କରାଯିବ। 

ଅଧିକ ପଢନ୍ତୁ ଓଡ଼ିଶା ଖବର 

HELICOPTER CARRYING
କୁହୁଡ଼ି ଓ ଖରାପ ପାଗ ଏହି ଦୁର୍ଘଟଣାର କାରଣ ବୋଲି କୁହାଯାଉଛି
ଅର୍ଗସ ବ୍ୟୁରୋ : ଇରାନରେ ଘଟିଲା ବଡ଼ ଦୁର୍ଘଟଣା । ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କୁ ନେଇ ଯାଉଥିବା ହେଲିକପ୍ଟର ରବିବାର ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଛି, ଏହା ପରେ ଜରୁରୀକାଳୀ
ରୋଡ ସୋ'
ରାଜଭବନରେ ପ୍ରଧାନମନ୍ତ୍ରୀ, କାଲି ମୋଦିଙ୍କ ରୋଡ ସୋ'
ଭୁବନେଶ୍ୱର: ରାଜଭବନ ଅଭିମୁଖେ ପ୍ରଧାନମନ୍ତ୍ରୀ। ପରିଚାଳନା କମିଟି ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ କରି ରାଜଭବନରେ ଅଭିମୁଖେ ଯାଉଛନ୍ତି ମୋଦି। ରାଜଭବନରେ ରାତ୍ରୀଯାପ
PM MODI
ପ୍ରାୟ ୩୦ ମିନିଟ ଧରି କମିଟିର ସଦସ୍ୟ ମାନଙ୍କ ସହ କଲେ ଆଲୋଚନା
ଅର୍ଗସ ବ୍ୟୁରୋ : ଗୁରୁ ମନ୍ତ୍ର ବି ଦେଲେ ମୋଦି । ରାଜ୍ୟ ବିଜେପିର ନିର୍ବାଚନ ପରିଚାଳନା କମିଟିର ସଦସ୍ୟ ମାନଙ୍କ ସହ ବୈଠକ କଲେ ପ୍ରଧାନମନ୍ତ୍ରୀ । ପ୍ରାୟ ୩୦ ମିନିଟ ଧରି କମିଟିର ସଦସ୍