ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ , କାନ୍ଥରେ ରହିବନି କୌଣସି ରାଜନୈତିକ ଲେଖା
by Argus News
Fri, Feb 23 | 11:45 a.m.

ଅର୍ଗସ ବ୍ୟୁରୋ : ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ ଅନୁସାରେ ଭୁବନେଶ୍ୱର  କାନ୍ଥ ବାଡ଼ରୁ ହଟିବ ରାଜନୈତିକ ଲେଖା । ଏନେଇ ବିଏମ୍ସି କମିଶନର ସୂଚନା ଦେଇଛନ୍ତି । ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ ଅନୁସାରେ ଭୁବନେଶ୍ୱର କାନ୍ଥ ଓ ବିଭିନ୍ନ ଜାଗାରେ ଲାଗିଥିବା ପୋଷ୍ଟର ଓ ବ୍ୟାନର ହଟାଇବାକୁ କାମ ଆରମ୍ଭ କରିଛି ବିଏମ୍ସି ।  

ଅଧିକ ପଢନ୍ତୁ ଓଡିଶା ଖବର

ଏହି ସବୁ କାର୍ଯ୍ୟ ନିର୍ବାଚନ ଆୟୋଗଙ୍କ ଗାଇଡ ଲାଇନ ଅନୁସାରେ କରାଯାଉଛି । ସମସ୍ତ ରାଜନୈତିକ ଦଳ ମଧ୍ୟ ଏଥି ପ୍ରତି ଅବଗତ ଅଛନ୍ତି ଓ ସହଯୋଗ କରୁଛନ୍ତି । 

ଆଜିଠାରୁ ଏକମାସ
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ
ମୁମ୍ବାଇରୁ ଲଣ୍ଡନ
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ
ଓଡ଼ିଶା ପ୍ରଦେଶ କଂଗ୍ରେସ
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି