ଓଡ଼ିଶାରେ ବିଜେପିର ନିର୍ବାଚନ ପ୍ରଭାରୀ ଓ ସହ ପ୍ରଭାରୀ
by Argus News
Sun, Feb 11 | 2:56 p.m.

ଅର୍ଗସ ବ୍ୟୁରୋ:  ଦାୟିତ୍ୱ ମିଳିବା ପରେ ପ୍ରଥମ ଥର ଓଡ଼ିଶା ଆସିଲେ ବିଜେପିର ନିର୍ବାଚନ ପ୍ରଭାରୀ ଓ ସହ ପ୍ରଭାରୀ । ଆଜି ରାଜ୍ୟ କାର୍ଯ୍ୟାଳୟରେ ଶୀର୍ଷ ନେତୃତ୍ବଙ୍କ ସହ ୱାନ ଠୁ ୱାନ ଆଲୋଚନା କରିବା ସହ ଆସନ୍ତାକାଲି ପଦାଧିକାରୀ ବୈଠକରେ ଯୋଗ ଦେବେ । ନିର୍ବାଚନ ରଣନୀତି ନେଇ ବୈଠକରେ ହେବ ବିସ୍ତୃତ ଆଲୋଚନା । ଗସ୍ତ ଅବସରରେ ଉଭୟ ନେତା  ଏଥର ବିଜେପିର ସରକାର ସୁନିଶ୍ଚିତ ବୋଲି ଦମ୍ଭୋକ୍ତି ବାଢ଼ିଛନ୍ତି ଦୁଇ ନେତା । ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ ତୋମାର କହିଛନ୍ତି,  ଓଡ଼ିଶାରେ ହେବ ଡବଲ ଉଞ୍ଜିନ ସରକାର ।

୮୦ ରୁ ଅଧିକ ବିଧାୟକ ଜିତିକି ଆସିବେ ଏବଂ ଲୋକସଭାରେ ୧୬ ରୁ ଅଧିକ ସାଂସଦ ଜତିକି ଆସିବେ । ସେହିପରି ସହ ପ୍ରଭାରୀ କହିଛନ୍ତି ଜଗନ୍ନାଥଙ୍କ ଭୂମିକୁ ଆସି ବହୁତ ଖୁସି ଲାଗୁଛି । ଜଗନ୍ନାଥଙ୍କ ଭୂମିରେ ଏଥର ବିଜେପିର ହିଁ ସରକାର ହେବ । ସମଗ୍ର ଦେଶରେ ମୋଦୀ ଜି ଙ୍କ ନେତୃତ୍ୱରେ ମହିଳାଙ୍କ ବହୁତ ବିକାଶ ମୂଳକ କାର୍ଯ୍ୟ ହୋଇଛି । ମହିଳାମାନେ ଆମ ସହିତ ଅଛନ୍ତି । ଓଡ଼ିଶାରେ ମଧ୍ୟ ବିଜେପି ସରକାର ଆଣିବାରେ ମହିଳା ମାନଙ୍କର ସବୁଠୁ ବଡ଼ ଅବଦାନ ରହିବ ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ