ବିଜେପି କର୍ମୀଙ୍କୁ ଦୁର୍ବୃତ୍ତଙ୍କ ଭୁଜାଲିରେ ହତ୍ୟା 
by Argus News
Mon, May 20 | 1:17 p.m.

ବରଗଡ଼ : ବରଗଡ଼ରେ ନିର୍ବାଚନୀ ହିଂସା । ବିଜେପି କର୍ମୀଙ୍କୁ ଦୁର୍ବୃତ୍ତଙ୍କ ଭୁଜାଲି ରେ ହତ୍ୟା । ବରଗଡ଼ ସଦର ଥାନା ସରସରା ଗାଁରେ ଭୁଜାଲି ରେ ଆକ୍ରମଣ କରି ବିଜେପି କର୍ମୀଙ୍କୁ ହତ୍ୟା । ମୃତ ଯୁବକ ଜଣକ ସରସରା ହାଇସ୍କୁଲ ପଡ଼ାର ୩୫ ବର୍ଷୀୟ  ବିଶ୍ଵନାଥ ମିର୍ଦ୍ଧା । ବିଶ୍ଵନାଥ ମିର୍ଦ୍ଧା ଜଣେ ଅଟୋ ଚାଳକ ।

ଭୋଟ ଚାଲିଥିବା ବେଳେ ସରସରା ଗାଁ ମୁଣ୍ଡ ରେ ଏଭଳି ଅଭାବନୀୟ ଘଟଣା ଘଟିଥିବା ସୂଚନା । ଚିକିତ୍ସାଧୀନ ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ମୃତ୍ୟୁ ହୋଇଥିବା ସୂଚନା । 

ଅଧିକ ପଢନ୍ତୁ ଓଡ଼ିଶା ଖବର 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ