ଅଳ୍ପକେ ମୃତ୍ୟୁମୁଖରୁ ବର୍ତ୍ତିଗଲେ ଆଶ୍ରମରେ ଥିବା ଛାତ୍ର
by Argus News
Wed, Apr 03 | 8:17 a.m.

ଅର୍ଗସ ବ୍ୟୁରୋ:  ପୁଣୀ ତାଣ୍ଡବ କଲା ଦନ୍ତା। ଆଶ୍ରମ ପଚିରୀ ଭାଙ୍ଗି କବାଟ ଭାଙ୍ଗିଲା। ଅଳ୍ପକେ ମୃତ୍ୟୁମୁଖରୁ ବର୍ତ୍ତି ଯାଇଛନ୍ତି ଆଶ୍ରମରେ ଥିବା ଛାତ୍ର । ଏମିତି ଲମ୍ବ ଟାଙ୍କୁରା ଘଟଣା ଘଟିଛି ସୁନ୍ଦରଗଡ ଜିଲ୍ଲା କୋଇଡା ବ୍ଲକ୍ ଅନ୍ତର୍ଗତ ଦେଙ୍ଗୁଳା ସେବାଶ୍ରମରେ ରାତିରେ ସୋଇଥିବା ବେଳେ ଦନ୍ତା ପ୍ରଥମେ ପୋଛ ପୋଟେ ଭାଙ୍ଗିବା ଶହ ଘର ସାମ୍ନା କୁ ଲୋକଙ୍କୁ ମାରିବାକୁ ଧାଇଁ ଆସୁଛି । ଏହୀ ଦନ୍ତା ମାସ କରେ ୨ ଜଣ କୁ ମାରିଛି । ଟ୍ରାଙ୍କୁଲାଇଜ୍‌ କରିବାକୁ ସାଧାରଣରେ ଦାବି ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

 

ରାଇବଣିଆ ଅଞ୍ଚଳରେ
2m ago
ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତୀପଲଙ୍କ ଉପଦ୍ରବ
ଅର୍ଗସ ବ୍ୟୁରୋ: ବାଲେଶ୍ବର ଜିଲ୍ଲା ଜଳେଶ୍ଵର ବ୍ଲକ ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତି ପଲର ଉପଦ୍ରବ। ଲୋକେ ଭୟଭୀତ ଅଛନ୍ତି। ସୂଚନା ଅନୁଯାୟୀ ଗତକାଲି ରାତିରେ ରାଇବଣିଆର ଲୁହାପଡ
ଆଜିଠାରୁ ଏକମାସ
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ
ମୁମ୍ବାଇରୁ ଲଣ୍ଡନ
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ