ଦନ୍ତାହାତୀର ଗଳିତ ମୃତଦେହ ଠାବ
by Argus News
Wed, Feb 21 | 1:12 p.m.

ଅର୍ଗସ ବ୍ୟୁରୋ: ହାତୀର ଗଳିତ ମୃତ ଦେହ ଠାବ ହୋଇଛି। ବାମରା ବନଖଣ୍ଡ ଜମନକିରା ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ସରଡ଼ା ରାସ୍ତା ବାଲିଆମ ପର୍ବତର ପାଦଦେଶରେ ଏକ ଦନ୍ତା ହାତୀର ମୃତ ଦେହ ଠାବ ହୋଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ହାତୀ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ଘଟଣା ସ୍ଥଳରେ ଆରସିସିଏଫ, ଡିଏଫଓ ଉପସ୍ଥିତ ରହି ତଦନ୍ତ ଜାରି ରଖିଛନ୍ତି। 

ପ୍ରାଥମିକ ତଦନ୍ତରୁ ଯାହା ଜଣାପଡିଛି ହାତୀର ବୟସ ପ୍ରାୟ ୭ ରୁ ୮ ବର୍ଷ ମଧ୍ୟରେ ରହିଛି। ନିଜ ନିଜ ମଧ୍ୟରେ ମାଡ ହୋଇ ହାତୀର ମୃତ୍ୟୁ ହୋଇଥିବା ଅନୁମାନ କରୁଛି ବନ ବିଭାଗ। ହାତୀଟିର ପ୍ରାୟ ଏକ ସପ୍ତାହ ପୂର୍ବରୁ ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି। ତେବେ ଶବ ବ୍ୟବଚ୍ଛେଦ ହେଲା ପରେ ଘଟଣାର ସତ୍ୟାସତ୍ୟ ଜଣା ପଡିବ। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ