ପୋଲିସକୁ ହାଣିଥିବା ଅଭିଯୁକ୍ତକୁ ଏନକାଉଣ୍ଟର
by Argus News
Thu, Oct 10 | 2:17 p.m.

ସମ୍ବଲପୁର: ପୋଲିସକୁ ହାଣିଥିବା ଅଭିଯୁକ୍ତକୁ ଏନକାଉଣ୍ଟର। କନଷ୍ଟେବଲଙ୍କ ପାପୁଲି ଛିଡ଼ାଇଥିବା ଅଭିଯୁକ୍ତକୁ ଏନକାଉଣ୍ଟର। କଟାପାଲି ନିକଟ ଜଙ୍ଗଲରେ ଅଭିଯୁକ୍ତ କମଲୁ ପ୍ରଧାନକୁ ଏନକାଉଣ୍ଟର। କମଲୁର ଡାହାଣ ଗୋଡ଼ରେ ଗୁଳି ବାଜିଛି । ବୁର୍ଲା ଜଙ୍ଗଲରେ ଗିରଫ କରିବାକୁ ଯାଇ ସବ ଇନ୍ସପେକ୍ଟର ମଧ୍ୟ ଆହତ ହୋଇଛନ୍ତି । 

ଉଭୟଙ୍କୁ ବୁର୍ଲା ସ୍ଥାନାନ୍ତର କରିଛି ପୋଲିସ । ୪ ତାରିଖ ଝରାପାଲିରେ କନଷ୍ଟେବଲଙ୍କୁ ଆକ୍ରମଣ କରିଥିଲା କମଲୁ। ଦାମ୍ପତ୍ୟ ଝଗଡ଼ାର ସମାଧାନ ପାଇଁ ଯାଇଥିବା ବେଳେ ଆକ୍ରମଣ କରିଥିଲା।ଧାରୁଆ ଅସ୍ତ୍ରରେ ହାଣି କନଷ୍ଟେବଲଙ୍କ ପାପୁଲି ଛିଡ଼ାଇ ଦେଇଥିଲା। ଘଟଣା ପରଠାରୁ ଫେରାର ଥିଲା କମଲୁ, ଖୋଜୁଥିଲା ପୋଲିସ ।

ଗ୍ୟାସ ସିଲିଣ୍ଡର
ଗ୍ୟାସ ସିଲିଣ୍ଡର ବିସ୍ଫୋରଣ: ୬ ମୃତ
ଅର୍ଗସ ବ୍ୟୁରୋ: ଉତ୍ତର ପ୍ରଦେଶ ସିକନ୍ଦରାବାଦର ଆଶାପୁରୀ କଲୋନୀରେ ଏକ ଘରେ ଘଟିଥିବା ସିଲିଣ୍ଡର ବିସ୍ଫୋରଣରେ ଅତି କମରେ ୬ଜଣଙ୍କର ମୃତ୍ୟୁ ଘଟିଛି। ବୁଲନ୍ଦସହର ଜିଲା ମାଜିଷ୍ଟ୍ରେଟ ଏଏନଆ
ବେଙ୍ଗାଲୁରୁରେ ନିର୍ମାଣ
ବେଙ୍ଗାଲୁରୁରେ ନିର୍ମାଣାଧୀନ କୋଠା ଭୁଶୁଡ଼ିଲା: ଜଣେ ମୃତ
ଅର୍ଗସ ବ୍ୟୁରୋ: ବେଙ୍ଗାଲୁରୁରେ ଗତ କିଛି ଦିନ ହେଲା ପ୍ରବଳ ବର୍ଷା ଜାରି ରହିଛି । ଏଥିପାଇଁ ଜନଜୀବନ ପ୍ରଭାବିତ ହୋଇଛି । ପ୍ରବଳ ବର୍ଷା ଯୋଗୁଁ ସହରରେ ଏକ ନିର୍ମାଣାଧୀନ ବହୁତଳ କୋଠା ଭୁଶୁଡ଼
AUSTRALIA
ଅଷ୍ଟ୍ରେଲିଆରେ କେନ୍ଦ୍ରମନ୍ତ୍ରୀଙ୍କୁ ଭବ୍ୟ ସ୍ୱାଗତ
ଅର୍ଗସ ବ୍ୟୁରୋ: ଅଷ୍ଟ୍ରେଲିଆରେ ପହଞ୍ଚିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ । ଗତ ଦୁଇ ଦିନ ଧରି ସିଙ୍ଗାପୁରରେ ସମସ୍ତ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବା ପରେ ଆଜି ଅଷ୍ଟ୍ରେଲିଆର ମେଲବର୍ଣ୍ଣର