ଛତିଶଗଡ଼ରେ ଏନକାଉଣ୍ଟର: ୨୯ ନକ୍ସଲ ନିହତ
by Argus News
Tue, Apr 16 | 5:55 p.m.

ଅର୍ଗସ ବ୍ୟୁରୋ: ଛତିଶଗଡ଼ରେ ବଡ ଧରଣର ଏନକାଉଣ୍ଟର। ଟଳିଲେ ୨୯ ଜଣ ହାର୍ଡକୋର ମାଓବାଦୀ। ଛତିଶଗଡ଼ କାଁକେର ଜିଲ୍ଲାରେ ଏନକାଉଣ୍ଟର ହୋଇଥିବା ସୂଚନା। କାଁକେର ଜିଲ୍ଲାର ଛୋଟେବେଠିଆ ଥାନା ଅଞ୍ଚଳରେ ଏନକାଉଣ୍ଟର ହୋଇଛି। 

ବିଏସଏଫ ଓ ଡିଆରଜି ଯବାନଙ୍କ ମିଳିତ କୁମ୍ବିଙ୍ଗ ଅପରେଶନରେ ବଡ ଧରଣର ଗୁଳିବିନିମୟ। ଏନକାଉଣ୍ଟରରେ bsf ର ଜଣେ ଇନ୍ସପେକ୍ଟର ଆହତ ହୋଇଥିବା ବେଳେ ଜଣେ drg ଯବାନ ଆହତ ହୋଇଥିବା ସୂଚନା ମିଳିଛି। ଘଟଣାସ୍ଥଳକୁ ଅଧିକ ସଂଖ୍ୟକ ଯବାନଙ୍କୁ ପଠାଯାଉଛି। ବର୍ତ୍ତମାନ ପର୍ଯ୍ୟନ୍ତ ଗୁଳିବିନିମୟ ଚାଲିଥିବା ସୂଚନା ମିଳିଛି। 

ଅଧିକ ପଢ଼ନ୍ତୁ ଭାରତ ଖବର 
 

ମୃତ୍ୟୁ
ଗାଁ ନାଳରେ ବୁଡି ୨ଭଉଣୀଙ୍କ ମୃତ୍ୟୁ
ଯାଜପୁର: ଗାଁ ନାଳରେ ବୁଡି ସମ୍ପର୍କୀୟ ୨ଭଉଣୀଙ୍କ ମୃତ୍ୟୁ । ଯାଜପୁର ଜିଲ୍ଲା ବିଂଝାରପୁର ବ୍ଲକ ଅଳକୁଣ୍ଡ ଥାନା ଅନ୍ତର୍ଗତ ରାହାସ ଗୁହାଳି ଗାଁ ହନୁମନ୍ତିଆ ଗଣ୍ଡରେ ଘଟିଛି ଏଭଳି ଅଘଟଣ
ଚୁଆପାଣି
ଲୋକଙ୍କ ଶୋଷ ମେଣ୍ଟାଉଛି ଚୁଆପାଣି
ସମ୍ବଲପୁର: ୨୫ ବର୍ଷର ଅପାରଗତାର ନମୁନା । ରେଢ଼ାଖୋଲ ଗୋପାଳପୁର ଗାଁରେ ପଡ଼ିନି ବିକାଶର ପାଦଚିହ୍ନ । ପକ୍କା ଘର ଦିବା ସ୍ବପ୍ନ, ନାହିଁ ସବୁଦିନିଆ ରାସ୍ତା । ଚୁଆ ପାଣିରେ ମେଣ୍ଟୁଛ
ଟେନସନ
ବିଜେପି ତୁଙ୍ଗ ନେତାଙ୍କ ଘନ ଘନ ଆକ୍ରମଣ ବଢ଼ାଇଛି ବିଜେଡିର ଟେନସନ
ଭୁବନେଶ୍ୱର: ତୃତୀୟ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ ଓଡ଼ିଶା ଆସିବେ ଆହୁରି ଅନେକ କେନ୍ଦ୍ରୀୟ ନେତା । 23ରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ବିଜେପି ରାଷ୍ଟ୍ରୀ