ଛତିଶଗଡ଼ ସୁକମାରେ ଏନକାଉଣ୍ଟର , ଜଣେ ମାଓବାଦୀ ମୃତ
by Argus News
Sat, May 18 | 11:43 a.m.

ମାଲକାନଗିରି : ଛତିଶଗଡ଼ ସୁକମାରେ ଏନକାଉଣ୍ଟର । ବଡ଼ଧରଣର ମାଓ ଶିବିର ଉପରେ DRG ଯବାନଙ୍କ ଚଢ଼ଉ । ଟେଟରାଇ ତେଲନାଇ ଜଙ୍ଗଲରେ ଚାଲିଥିଲା ମାଓ ଶିବିର । ଶୁକମାରେ  DRG  ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳବିନିମୟ ।

ଅଧିକ ପଢନ୍ତୁ ଓଡିଶା ଖବର

ଗୁଳବିନିମୟରେ ଜଣେ ହର୍ଡକୋର ମାଓବାଦୀ ମୃତ । ବର୍ତ୍ତମାନ ମଧ୍ୟ ଗୁଳିବିନିମୟ ଚାଲିଥିବା କଥା SP କିରଣ ଚୌହାନ ସୂଚନା ଦେଇଛନ୍ତି ।

 

 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ