ଛତିଶଗଡ ସୁକମାରେ ଏନକାଉଣ୍ଟର , ଜଣେ ନକ୍ସଲ ନିହତ 
by Argus News
Mon, Apr 01 | 10:25 a.m.

ରାୟଗଡା:  ଛତିଶଗଡ ସୁକମାରେ ଏନକାଉଣ୍ଟର । ଏଥିରେ ଜଣେ ମାଓବାଦୀର ମୃତ୍ୟୁ ହୋଇଛି । ମାଓବାଦୀମାନେ ଲୁଚିଥିବା ଖବର ପାଇଁ ସୁରକ୍ଷାକର୍ମୀମାନେ ଆରମ୍ଭ କରିଥିଲେ ଅପରେସନ୍ ।

ଘଟଣାସ୍ଥଳରୁ ଜଣେ ମାଓବାଦୀଙ୍କ ମୃତଦେହ ସହ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ ହୋଇଛି । ଏବେ ବି ଘଟଣାସ୍ଥଳରେ ସର୍ଚ୍ଚ ଅପରେସନ୍ ଚାଲିଥିବା ସୁକମା ଏସପି କିରଣ ଚୌହାନ ସୂଚନା ଦେଇଛନ୍ତି । 

ଅଧିକ ପଢନ୍ତୁ ଓଡ଼ିଶା ଖବର 

ଅମିତ ଶାହ
8m ago
ସମ୍ବଲପୁର, କେନ୍ଦୁଝର, ପରଜଙ୍ଗ ଓ ନୟାଗଡ଼ରେ ନିର୍ବାଚନୀ ଜନସଭାକୁ ସମ୍ବୋଧିତ କରିବେ ଶାହ
ଝାରସୁଗୁଡା: ପୁଣି ଆସୁଛନ୍ତି ଶାହ । ସକାଳୁ ସମ୍ବଲପୁର ଗସ୍ତରେ ଯିବେ ଗୃହମନ୍ତ୍ରୀ ଅମିତ ଶାହ । ଓଡ଼ିଶା ଗସ୍ତ ବେଳେ ସମ୍ବଲପୁର, କେନ୍ଦୁଝର, ପରଜଙ୍ଗ ଓ ନୟାଗଡ଼ରେ ନିର୍ବାଚନୀ ଜନସଭାକ
ପୋଲିସ
ପୋଲିସର ବର୍ରରତା, ମହିଳାଙ୍କ ଉପରେ ଲାଠିଚାର୍ଜ ସହ ଗୁଳିମାଡ
ବୌଦ୍ଧ : ଭୋଟ୍ ବିବାଦ । ପୋଲିସ ଜନତା ମୁହାଁମୁହିଁ । ବୌଦ୍ଧ କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ମହେଶ୍ବରପିଣ୍ଡାରେ ପୋଲିସର ବର୍ବର ଗୁଳି ଚାଳନା । ଗାଁ ଲୋକ କଲେ ପୋଲିସ ଉପରକୁ ପଥରମାଡ଼
ସମ୍ବିଧାନ ମୁଖବନ୍ଧରେ
ସମ୍ବିଧାନ ମୁଖବନ୍ଧରେ ଅହିଂସା ଦାବି କରୁଥିବା ଦଳ, ଘଟାଉଛି ରାଜରାସ୍ତାରେ ହିଂସା
ଅର୍ଗସ ବ୍ୟୁରୋ: ବିଜେଡି ସାଜିଛି ରକ୍ତମୁଖା। ନିର୍ବାଚନକୁ ନେଇ ଗଡିଲା ମୁଣ୍ଡ। ରାଜନୈତିକ ହିଂସାର ଶିକାର ନିରୀହ ଲୋକ । ବରଗଡ଼ରେ ବିଜେଡି ଗୁଣ୍ଡାଙ୍କ ଶିକାର ହୋଇଛନ୍ତି ଜଣେ ଅଟୋ ଚାଳକ