ବିହାର ପୂର୍ବତନ ମୁଖ୍ୟମନ୍ତ୍ରୀ କର୍ପୁରୀ ଠାକୁରଙ୍କୁ ମିଳିବ ଭାରତରତ୍ନ ସମ୍ମାନ
by Argus News
Tue, Jan 23 | 9:34 p.m.

ଅର୍ଗସ ବ୍ୟୁରୋ :  ବିହାର ପୂର୍ବତନ ମୁଖ୍ୟମନ୍ତ୍ରୀ କର୍ପୁରୀ ଠାକୁରଙ୍କୁ ମିଳିବ ଭାରତରତ୍ନ ସମ୍ମାନ । ମରଣୋତ୍ତର ସମ୍ମାନ ଘୋଷଣା କଲେ କେନ୍ଦ୍ର ସରକାର । ଆସନ୍ତାକାଲି କର୍ପୁରୀ ଠାକୁରଙ୍କ ୧୦୦ତମ ଜୟନ୍ତୀ ଥିବା ବେଳେ ଏହା ପୂର୍ବରୁ ଭାରତରତ୍ନ ସମ୍ମାନ ଘୋଷଣା କରିଛନ୍ତି ମୋଦି ସରକାର । ବିହାରର ୨ ଥର ମୁଖ୍ୟମନ୍ତ୍ରୀ ଥିବା କର୍ପୂରୀ ଠାକୁର ଜନ ନାୟକ ଭାବେ ଜଣାଶୁଣା । 

ବିହାରର ଦଳିତ ବର୍ଗଙ୍କ ପାଇଁ ସେ ଅନେକ ସମୟରେ ସ୍ବର ଉତ୍ତୋଳନ କରିଛନ୍ତି । ସେ ଭାରତ ଛାଡ ଆନ୍ଦୋଳନରେ ଯୋଗଦେବା ପାଇଁ ସ୍ନାତକ କଲେଜ ଛାଡ଼ିଥିଲେ। ସ୍ୱାଧୀନତା ଆନ୍ଦୋଳନରେ ଯୋଗ ଦେଇଥିବାରୁ ସେ ୨୬ ମାସ ଜେଲରେ ରହିଥିହିଲେ। ଭାରତରତ୍ନ ସମ୍ମାନ ମିଳିବା ପରେ ଟ୍ବିଟ୍‌ କରି ଖୁସି ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି ।

ADR REPORT
8m ago
ଆସିଲା ଏଡିଆର୍ ରିପୋର୍ଟ; ୮୬ ଜଣଙ୍କ ନାମରେ ରହିଛି ଗୁରୁତର ଅପରାଧ ମାମଲା
ଭୁବନେଶ୍ୱର: ଆସିଲା ଏଡିଆର୍ ରିପୋର୍ଟ । ଓଡ଼ିଶାରେ ତୃତୀୟ ପର୍ଯ୍ୟାୟରେ ୪୨ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ୩୮୩ ଜଣ ବିଧାୟକ ପ୍ରାର୍ଥୀ ଅଛନ୍ତି । ସେମାନଙ୍କ ମଧ୍ୟରୁ ୩୮୧ ଜ
24 ELECTION
ଆସନ୍ତା ସୋମବାର ଦିନ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ
ଅର୍ଗସ ବ୍ୟୁରୋ : ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପ୍ରେସମିଟ । ଆସନ୍ତା ସୋମବାର ଦିନ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ । ୫ଟି ସଂସଦୀୟ କ୍ଷେତ୍ରର ୩୫ଟି ନିର୍ବାଚନ ମଣ୍ଡଳୀର
ARVIND KEJRIWAL
ଆପ୍ ସାଂସଦ ସ୍ବାତୀ ମାଲିଓ୍ବାଲ ଦୁର୍ବ୍ୟବହାର ମାମଲାରେ କାର୍ଯ୍ୟାନୁଷ୍ଠାନ
ଅର୍ଗସ ବ୍ୟୁରୋ : ଆପ୍ ସାଂସଦ ସ୍ବାତୀ ମାଲିଓ୍ବାଲ ଦୁର୍ବ୍ୟବହାର ମାମଲାରେ କାର୍ଯ୍ୟାନୁଷ୍ଠାନ । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କ ବ୍ୟକ୍ତିଗତ ସଚିବ ବିଭବ କୁମାରଙ୍କୁ ଗିର