ପଦ୍ମ ଧରିଲେ ଲୋକପ୍ରିୟ ୟୁଟ୍ୟୁବର ମନୀଷ କଶ୍ୟପ
by Argus News
Fri, Apr 26 | 7:45 a.m.

ଅର୍ଗସ ବ୍ୟୁରୋ:  ପଦ୍ମ ଧରିଲେ ଲୋକପ୍ରିୟ ୟୁଟ୍ୟୁବର ମନୀଷ କଶ୍ୟପ । ବିହାରର ଏହି ଚର୍ଚ୍ଚିତ ୟୁଟ୍ୟୁବର ଗୁରୁବାର ଭାରତୀୟ ଜନତା ପାର୍ଟିରେ ସାମିଲ ହୋଇଛନ୍ତି । ଦିଲ୍ଲୀ ସ୍ଥିତ ପାର୍ଟି କାର୍ଯ୍ୟାଳୟରେ ସେ ପଦ୍ମ ଧରିଛନ୍ତି । ତେବେ ସେ ପୂର୍ବରୁ ପଶ୍ଚିମ ଚମ୍ପାରଣ ସିଟରୁ ନିର୍ବାଚନ ଲଢିବେ ବୋଲି ଘୋଷଣା କରିଥିଲେ, ହେଲେ ଏବେ ସେ ନିର୍ବାଚନ ଲଢିବେ ନାହିଁ ବୋଲି ନିଷ୍ପତ୍ତି ନେଇଛନ୍ତି । ବିଜେପିରେ ଯୋଗଦେବା ପରେ ମନୀଷ କହିଛନ୍ତି ଯେ, ମୋ ମା ମୋତେ ଏଠାକୁ ଆଣିଛନ୍ତି। ବିଜେପି ସାଂସଦ ମନୋଜ ତିୱାରୀ ମୋତେ ଦିଲ୍ଲୀ ଆଣିଛନ୍ତି। ଏହି ଲୋକମାନଙ୍କ ଯୋଗୁଁ ହିଁ ମୁଁ ଜେଲରୁ ବାହାରି ପାରିଲି ଏବଂ ମୋ ଜୀବନର ଖରାପ ଦିନ ସମାପ୍ତ ହେଲା।

ଅଧିକ ପଢ଼ନ୍ତୁ ଦେଶ ଖବର:

BOBBY DAS
କୋରେଇରେ ଟଙ୍କା ବାଣ୍ଟୁଛନ୍ତି ବବି !
ଅର୍ଗସ ବ୍ୟୁରୋ: ବବିଙ୍କ ଲାଗି ଏବେ ଡୁଆଲ ଚ୍ୟାଲେଞ୍ଜ । ସମ୍ବଲପୁରରେ ତ ହାରିବେ ହାରିବେ...କୋରେଇରେ ବି ବିଜୟ ସେତେ ସହଜ ନୁହେଁ । ପଶ୍ଚିମ ଓଡ଼ିଶା ସାଂସଦ ସ୍ଵପ୍ନ କେବେ ସତ ହେବନି ବୋଲ
BJD
ରୋଡ୍ ସୋ' କଲେ ନବୀନ, ହେଲେ ପ୍ରାର୍ଥୀଙ୍କୁ ନେଲେନି ?
ଅର୍ଗସ ବ୍ୟୁରୋ: ମାଳମାଳ ପୋଲିସ କର୍ମୀ, ଗହଳି ବେଶୀ ନଥିଲେ ବି ଟଙ୍କା ନେଇ ରାସ୍ତା କଡ଼ରେ ଛିଡା ହୋଇଥିଲେ ଜନତା । କେତେବେଳେ ନବୀନ ଆସିବେ ? କାହା ପାଇଁ ଭୋଟ୍‌ ମାଗିବେ ? ସେନେ
BOBBY DAS
ହାରିବା ଭୟରେ ବାଉଳି ହେଲେଣି ବବି
ଅର୍ଗସ ବ୍ୟୁରୋ: ହାରିବା ଭୟରେ ବିଳିବିଳି ହେଲେଣି ବବି । ସାମ୍ନାରେ ଯେବେ ହାରିବାର ଭୟ ଥାଏ ସେତେବେଳେ ଏମିତି ବାଉଳି ବୋଧହୁଏ ନେତାଏ ହୁଅନ୍ତି । ଖାସ କରି ବିଜେଡିର ନେତାଏ ଏବେ ବିଳିବିଳ